Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖଣ୍ଡିସି ବ୍ରିଜ ନିକଟରେ ବଡ଼ ଦୁର୍ଘଟଣା: ଓଲଟିଲା ବସ, ଚାଲିଗଲା ଜୀବନ
ଆଜିର ଖବର

ଖଣ୍ଡିସି ବ୍ରିଜ ନିକଟରେ ବଡ଼ ଦୁର୍ଘଟଣା: ଓଲଟିଲା ବସ, ଚାଲିଗଲା ଜୀବନ

January 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ଖଣ୍ଡିସି ଛକ ନିକଟରେ ଥିବା ବ୍ରିଜରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ନୟାଗଡ଼ରୁ ଓଡି-୦୨-ଏ.ଏଫ.-୪୮୪୯ ନମ୍ବର ବିଶିଷ୍ଟ ଇଣ୍ଡିଆନ ନାମକ ଘରୋଇ ଯାତ୍ରିବାହୀ ବସଟି ଭରସାମ୍ୟ ହରାଇ ବ୍ରିଜରେ ଧକ୍କାଦେଇ ତଳକୁ ଖସି ପଡିଥିଲା। ସେହି ବସରେ ୪୦ରୁ ଅଧିକ ଯାତ୍ରୀ ନୟାଗଡ଼ ଗୁଣ୍ଠୁଣିରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିଲା।

ବ୍ରିଜଟି ଅଣ-ଓସାରିଆ ଓ ମୋଡ଼ଣି ଥିବାରୁ ବାରମ୍ବାର ଦୁର୍ଘଟଣା ଘଟି ଧନ ଜୀବନ କ୍ଷୟକ୍ଷତି ହେଉଥିବା ଅଭିଯୋଗ ହେଉଛି। ତୁରନ୍ତ ପ୍ରଶାସନ ଦୃଷ୍ଟି ଦେଇ ବ୍ରିଜଟିକୁ ଓସାରିଆ କରିବା ପାଇଁ ଦାବି ହେଉଛି।

ଘଟଣା ସ୍ଥଳରେ ଚାନ୍ଦପୁର ପୋଲିସ, ରଣପୁର ପୋଲିସ, ରଣପୁର ଦମକଳ ବାହିନୀ ଓ ଟାଙ୍ଗୀ ଦମକଳ ବାହିନୀର ମିଳିତ ଉଦ୍ୟମରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ଏଥିରେ ଜଣ ଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି। ଦୁର୍ଘଟଣାର କାରଣ ସମ୍ବନ୍ଧରେ ପୋଲିସ ତଦନ୍ତ ଜାରି ରଖିଛି।

ଓଲଟିଲା ବସ ଚାଲିଗଲା ଜୀବନ ଦୁର୍ଘଟଣା ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.