Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Train Accident: ବଗିରେ ନିଆଁ ଲାଗିଯିବା ଗୁଜବ ନେଇ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା
ଆଜିର ଖବର

Train Accident: ବଗିରେ ନିଆଁ ଲାଗିଯିବା ଗୁଜବ ନେଇ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା

January 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଗିରେ ନିଆଁ ଲାଗିଯିବା ଗୁଜବ ନେଇ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା, ବହୁ ଯାତ୍ରୀଙ୍କ ମୃତ୍ୟୁ ଆଶଙ୍କା

Train Accident: ମହାରାଷ୍ଟ୍ରର ଜଳଗାଁ ପାର ହେଉଥିବା ଏକ ଟ୍ରେନରେ ଅଗ୍ନିକାଣ୍ଡ ଗୁଜବ ପରେ ଅନେକ ଲୋକଙ୍କ ମୃତ୍ୟୁ ହେବାର ଆଶଙ୍କା କରାଯାଉଛି। ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିବା ପରେ ବିପରିତ ଦିଗରୁ ଆସୁଥିବା ଏକ ଟ୍ରେନ ସେମାନଙ୍କ ଉପରେ ମାଡିଯାଇଛି। ପଚୋରା ନିକଟସ୍ଥ ପରଧାଡେ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଥିବାର ଜଣାପଡିଛି।

ଘଟଣାର ପ୍ରାଥମିକ ପର୍ଯ୍ୟାୟରୁ ଜଣାପଡିଛି ଯେ, ଲକ୍ଷ୍ନୌରୁ ମୁମ୍ବାଇ ମଧ୍ୟରେ ଚାଲୁଥିବା ଏକ ଡେଲି ସୁପରଫାଷ୍ଟ ଏକ୍ସପ୍ରେସ ଟ୍ରେନ ପୁଷ୍ପକ ଏକ୍ସପ୍ରେସ ସନ୍ଧ୍ୟା ପ୍ରାୟ ୫ଟା ସମୟରେ ବଗିରେ ନିଆଁ ଲାଗିଥିବା ଗୁଜବ ସୃଷ୍ଟି ହୋଇଥିଲା।

ଏହାପରେ ଯାତ୍ରୀମାନେ ଚେନ ଟାଣିବା ପରେ ଟ୍ରେନ ଅଟକି ଯାଇଥିଲା। ଏହାପରେ ଯାତ୍ରୀମାନେ ତରବରିଆ ଭାବେ ଟ୍ରେନରୁ ଡେଇଁପଡିଥିଲେ। ସେମାନେ ଅନ୍ୟ ଲାଇନ ଉପରେ ଥିବା ବେଳେ ସେହି ଲାଇନରେ ଆସୁଥିବା କର୍ଣ୍ଣାଟକ ଏକ୍ସପ୍ରେସ ଟ୍ରେନ ତାଙ୍କ ଉପରେ ମାଡି ଯାଇଥିଲା। ତେବେ ମୃତାହତ ସଂଖ୍ୟା ଏ ପର୍ଯ୍ୟନ୍ତ ଜଣାପଡି ନାହିଁ।

Train Accident ଟ୍ରେନ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ

August 1, 2026

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.