Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତିଦିନ ଖବରକାଗଜର ମୁଖ୍ୟ ସଂପାଦକ ସୁଧୀର ପଣ୍ଡା ହେଲେ ପିଆଇବି କମିଟର ସଦସ୍ୟ
ଆଜିର ଖବର

ପ୍ରତିଦିନ ଖବରକାଗଜର ମୁଖ୍ୟ ସଂପାଦକ ସୁଧୀର ପଣ୍ଡା ହେଲେ ପିଆଇବି କମିଟର ସଦସ୍ୟ

January 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
sudhirpanda
ପ୍ରତିଦିନ ଖବରକାଗଜର ମୁଖ୍ୟ ସଂପାଦକ ସୁଧୀର ପଣ୍ଡା ହେଲେ ପିଆଇବି କମିଟର ସଦସ୍ୟ

ଭୁବନେଶ୍ବର: ଓଡିଶାର ବରିଷ୍ଠ ସାମ୍ବାଦିକ ତଥା ପ୍ରତିଦିନ ଖବର କାଗଜର ପ୍ରତିଷ୍ଠାତା ଏବଂ ମୁଖ୍ୟ ସଂପାଦକ ସୁଧୀର ପଣ୍ଡା ପିଆଇବି କମିଟର ସଦସ୍ୟ ହୋଇଛନ୍ତି। ପିଆଇବି ବା ପ୍ରେସ ଇନଫରମେସନ ବ୍ୟୁରୋ ହେଉଛି କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗର ଏକ ସଂସ୍ଥା। ଏହା ଅଧିନରେ ଥିବା ମିଡିଆ ଆକ୍ରିଡେଟେସନ କମିଟର ସେ ସଦସ୍ୟ ଭାବେ ମନୋନିତ ହୋଇଛନ୍ତି।

ଏହି କମିଟର ଅଧ୍ୟକ୍ଷ ହେଇଛନ୍ତି ପିଆଇବି ର ଡିଜି। ତାଙ୍କ ସହ ଦେଶର ବିଭିନ୍ନ ସ୍ଥାନରୁ ମୋଟ 25 ଜଣ ସାମ୍ବାଦିକ ସଦସ୍ୟ ରହିଛନ୍ତି। ଏହି କମିଟ ବିଭିନ୍ନ ସମୟରେ ବୈଠକ କରି ଦେଶର ସାମ୍ବାଦିକମାନଙ୍କୁ କେନ୍ଦ୍ରୀୟ ସ୍ବୀକୃତି ପ୍ରଦାନ କରିଥାନ୍ତି। ଏପରି ଏକ ମର୍ଯ୍ୟଦା ସଂପର୍ଣ୍ଣ ପଦବୀ ମିଳିଥିବାରୁ ସୁଧୀରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।

ପ୍ରତିଦିନ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.