Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବ୍ୟବସାୟୀଙ୍କୁ ଆକ୍ରମଣ ଓ ଲୁଟ୍ ଅଭିଯୋଗରେ ଦୁଇ ଗିରଫ
ଅପରାଧ

ବ୍ୟବସାୟୀଙ୍କୁ ଆକ୍ରମଣ ଓ ଲୁଟ୍ ଅଭିଯୋଗରେ ଦୁଇ ଗିରଫ

January 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଗପହଣ୍ଡି ଥାନା
ଟ୍ରକ୍ ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ସହର କରଣ ସାହିର ଚାଟ୍ ବ୍ୟବସାୟୀ ସତ୍ୟନାରାୟଣ ସାହୁ ନିଜ ଠେଲା ଗାଡ଼ି ଧରି ବଜାରକୁ ଯିବା ବେଳେ ମୁରଲୀଧର ଦାସ ଓ ଜଣେ ନାବାଳକ କିଛି ଖାଦ୍ୟ ପଦାର୍ଥ ମାଗି ଥିଲେ। ସତ୍ୟନାରାୟଣ ଟଙ୍କା ମାଗିବାରୁ ଉକ୍ତ ଦୁଇ ଜଣ ବ୍ୟବସାୟୀଙ୍କୁ ମାଡ଼ ମାରିବା ସହ ଠେଲା ଗାଡ଼ିକୁ ଭାଙ୍ଗି ଚାଲିଯାଇଥିଲେ।

ଏହି ପରିପ୍ରେକ୍ଷୀରେ ବ୍ୟବସାୟୀଜଣଙ୍କ ଦିଗପହଣ୍ଡି ଥାନାରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ନଂ ୪୬/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ମୁରଲୀଧରକୁ ଗିରଫ କରି କୋର୍ଟ ଚାଲାଣ କରିଛି ଓ ନାବାଳକକୁ ସ୍ବତନ୍ତ୍ର ବାଳ ସୁଧାର ଗୃହକୁ ପଠାଇଛି।

ଦିଗପହଣ୍ଡି ଦୁଇ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026
Latest News

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.