ବଜେଟ୍ ଅଧିବେଶନ: ମହାକୁମ୍ଭରେ ଘଟିଥିବା ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

Published: Jan 31, 2025, 11:42 am IST

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ସମ୍ବୋଧନ ସହିତ ଏହି ଅଧିବେଶନ ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାକୁମ୍ଭରେ ମଉନି ଅମାବାସ୍ୟାରେ ଘଟିଥିବା ଦୁର୍ଘଟଣାରେ ଦୁଃଖ ପ୍ରକାଶ କରି ନିଜର ସମ୍ବୋଧନ ଆରମ୍ଭ କରିଥିଲେ। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ପରେ ରାଷ୍ଟ୍ରପତି ମୁର୍ମୁ କହିଛନ୍ତି ଯେ, ଭାରତ ସରକାରଙ୍କ ଉଦ୍ୟମ ଯୋଗୁଁ ଦେଶ କିପରି ଅଗ୍ରଗତି କରୁଛି।

Related posts