Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାଦରେ ଖଣ୍ଡଗିରି ଯାତ୍ରା, ଅଶ୍ଲିଳ ନୃତ୍ୟକୁ ବିରୋଧ କରିବା ପାଇଁ ଠେଙ୍ଗା ପ୍ରଦର୍ଶନୀ କଲେ ବିଧାୟକ ବାବୁ ସିଂ
ଆଜିର ଖବର

ବିବାଦରେ ଖଣ୍ଡଗିରି ଯାତ୍ରା, ଅଶ୍ଲିଳ ନୃତ୍ୟକୁ ବିରୋଧ କରିବା ପାଇଁ ଠେଙ୍ଗା ପ୍ରଦର୍ଶନୀ କଲେ ବିଧାୟକ ବାବୁ ସିଂ

February 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିବାଦରେ ଖଣ୍ଡଗିରି ଯାତ୍ରା, ଅଶ୍ଲିଳ ନୃତ୍ୟକୁ ବିରୋଧ କରିବା ପାଇଁ ଠେଙ୍ଗା ପ୍ରଦର୍ଶନୀ କଲେ ବିଧାୟକ ବାବୁ ସିଂ

ଭୁବନେଶ୍ବର: ଆରମ୍ଭ ହେବାକୁ ଯାଉଛି ଖଣ୍ଡଗିରି ମେଳା। ଏହି ମେଳାର ଅନ୍ୟତମ ଆକର୍ଷଣ ହେଉଛି ଯାତ୍ରା। ଏହା ଦେଖିବାକୁ ପାଇଁ ଦର୍ଶକଙ୍କର ବେଶ ଭିଡ ଜମିଥାଏ। ହେଲେ ଏହି ନାଟକ ପରିବେଷଣ ନେଇ ଚଳିତ ବର୍ଷ ବେଶ ବିବାଦୀୟ ହୋଇପଡିଛି। କାରଣ ଏହି ଯାତ୍ରପାର୍ଟିରେ ଅଭିନେତ୍ରୀ ବା ନୃତ୍ୟଶିଳ୍ପୀମାନେ ଉଲଗ୍ନ ହୋଇ ନୃତ୍ୟକୁ ବିରୋଧ କରାଯାଇଛି।

ଏହି ବିରୋଧରେ ସାମିଲ ହୋଇଛନ୍ତି ସେହି ଅଞ୍ଚଳର ସରକାରୀ ଦଳର ବିଧାୟକ ବାବୁ ସିଂ। ଖାଲି ବିରୋଧ ନୁହେଁ ସେ ଠେଙ୍ଗା ଧରି ଧମକ ଦେଇଛନ୍ତି। ଯେଉଁମାନେ ଅଶ୍ଲିଳ ନୃତ୍ୟ ପ୍ରଦର୍ଶନ କରିବେ ସେମାନଙ୍କୁ ଠେଙ୍ଗାରେ ପିଟିବାକୁ ଧମକ ଦେଇଛନ୍ତି ବିଧାୟକ। ଆଜି ସେ ନିଜର ସମର୍ଥକଙ୍କୁ ନେଇ ଏହି ଠେଙ୍ଗା ପ୍ରଦର୍ଶନୀ କରିଛନ୍ତି। ଚେତାବନୀ ଦେଇଛନ୍ତି ଯିଏ ମଞ୍ଚରେ ଅଶ୍ଳିଳ ନୃତ୍ୟ ପ୍ରଦର୍ଶନ କରିବ ତାହାକୁ ଠେଙ୍ଗା ପାହର ଦିଆଯିବ।

ଠେଙ୍ଗା ମାଡ ବାବୁ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026
Latest News

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.