Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବ ଭାରତୀୟ ଢେଙ୍କାନାଳ କପ କ୍ରିକେଟ ଉଦଘାଟିତ: ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
ଆଜିର ଖବର

ସର୍ବ ଭାରତୀୟ ଢେଙ୍କାନାଳ କପ କ୍ରିକେଟ ଉଦଘାଟିତ: ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

February 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ: ସ୍ଵେଚ୍ଛାସେବୀ ଅନୁଷ୍ଠାନର ପ୍ରୟାସ ଦ୍ୱାରା ଢେଙ୍କାନାଳ ଷ୍ଟାଡିୟମରେ ସର୍ବ ଭାରତୀୟ ଢେଙ୍କାନାଳ କପ କ୍ରିକେଟ ପ୍ରତିଯୋଗିତା ଆୟୋଜିତ ହେଉଛି। ଖାଦ୍ୟ ଯୋଗଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆନୁଷ୍ଠାନିକ ଭାବେ ଏହାର ଉଦଘାଟନ କରିଛନ୍ତି।

ଏହି ଅବସରରେ ଶ୍ରୀଯୁକ୍ତ ପାତ୍ର ସମସ୍ତ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇବା ସହ ଖେଳୁଆଡ ମନୋଭାବରେ ନିଜର ଖେଳ ପ୍ରଦର୍ଶନ କରିବା ପାଇଁ ଅନୁରୋଧ କରିଛନ୍ତି। ଏହି ଟୁର୍ଣ୍ଣାମେଣ୍ଟର ପ୍ରତ୍ୟେକ ମ୍ୟାଚ ୨୦ ଓଭର ବିଶିଷ୍ଟ। ଏହା ୨୩ ତାରିଖ ପ୍ରଯ୍ୟନ୍ତ ଚାଲିବ।

ଏହି ଟୁର୍ଣ୍ଣାମେଣ୍ଟରେ ଛତିଶଗଡ, ଜଯପୁର, ରାଜସ୍ଥାନ, ପଶ୍ଚିମବଙ୍ଗ, ଅନ୍ୟ ରାଜ୍ୟ ଓ ଓଡିଶାର ବିଭିନ୍ନ ଜ଼ିଲ୍ଲାର ଦଳଗୁଡିକ ଅଂଶ ଗ୍ରହଣ କରିବେ। ପ୍ରତି ଯୋଗୀତାର ଫାଇନାଲ ମ୍ୟାଚ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ।

ଏହି ପ୍ରତିଯୋଗିତାରେ ବିଜେତା ଦଳକୁ ଏକ ଲକ୍ଷ ନଗଦ ପୁରୁଷ୍କାର ସହିତ ୨ ଗ୍ରାମ ସୁନା ଦିଆଯିବ। ସେହିଭଳି ଉପ-ବିଜେତା ଦଳକୁ ୭୫ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ।

କୃଷ୍ଣ ଚନ୍ଦ୍ର ପାତ୍ର ସର୍ବ ଭାରତୀୟ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026
Latest News

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.