ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱାମୀ ରାମକ୍ରିଷ୍ଣ ପରମହଂସଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି: “ସମସ୍ତ ଦେଶବାସୀଙ୍କ ତରଫରୁ ସ୍ୱାମୀ ରାମକ୍ରିଷ୍ଣ ପରମହଂସଙ୍କୁ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ।” ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ
ଖୋର୍ଦ୍ଧାରେ ଆଗାମୀ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟ ନିର୍ବାଚନ କମିଶନରDecember 19, 2025