Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଶ୍ରୀମନ୍ଦିର ରତ୍ନଭଣ୍ଡାରର ଜିନିଷ, ବର୍ତ୍ତମାନ ଶେଷ ହୋଇପାରିବ ନାହିଁ ଗଣତିମଣତି, ଜାଣନ୍ତୁ କାହିଁକି
ଜାତୀୟ ଖବର

ଶ୍ରୀମନ୍ଦିର ରତ୍ନଭଣ୍ଡାରର ଜିନିଷ, ବର୍ତ୍ତମାନ ଶେଷ ହୋଇପାରିବ ନାହିଁ ଗଣତିମଣତି, ଜାଣନ୍ତୁ କାହିଁକି

February 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀମନ୍ଦିର ରତ୍ନଭଣ୍ଡାର
ଶ୍ରୀମନ୍ଦିର ରତ୍ନଭଣ୍ଡାରର ଜିନିଷ, ବର୍ତ୍ତମାନ ଶେଷ ହୋଇପାରିବ ନାହିଁ ଗଣତିମଣତି, ଜାଣନ୍ତୁ କାହିଁକି

ଭୁବନେଶ୍ବର: ମହାପ୍ରଭୃଙ୍କ ରତ୍ନଭଣ୍ଡାରର ଜିନିଷ ଏବେ ଗଣତିମଣତି ଶେଷ ହୋଇପାରିବ ନାହିଁ। ଏହି କଥା କହିଛନ୍ତି ଆଇନି ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ତାଙ୍କ କହିବା ଅନୁସାରେ ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାମ ଶେଷ ହୋଇପାରୁ ନାହିଁ। ପୂର୍ବରୁ ଯାହା ଆଶା କରାଯାଉଥିଲା ତାହାଠାରୁ ଅଧିକ କାମର ଆବଶ୍ୟକତା ରହିଛି। ତାହା ଶେଷ ନ ହେବା ପର୍ଯ୍ୟନ୍ତ ରତ୍ନଭଣ୍ଡାର ଜିନିଷ ଗଣତିମଣତି ଶେଷ ହୋଇପାରିବ ନାହିଁ।

ମନ୍ତ୍ରୀ କହିଛନ୍ତି ଯେ, ଶ୍ରୀମନ୍ଦିର ରିତିନୀତି ଅନୁସାରେ ଭଣ୍ଡାର ଘର ମରାମତି ହେଉଛି। ରିତିନୀତିରୁ କିଛି ସମୟ ବାହାର କରାଯାଇ ମରାମତି କରାଯାଉଛି। ଏ ନେଇ ଏଏସଆଇ ଓ ମନ୍ଦିର ପ୍ରଶାସନ ସହିତ ଆଲୋଚନା କରାଯାଇ କାର୍ଯ୍ୟ ହେଉଛି। ତେବେ ଆସନ୍ତା ରଥଯାତ୍ରା ପୂର୍ବରୁ ସମସ୍ତ କାର୍ଯ୍ୟ ଶେଷ ହେବ ବୋଲି ଆଶା କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।

ପୃଥୀରାଜ ହରିଚନ୍ଦନ ରତ୍ନଭଣ୍ଡାର ରତ୍ନଭଣ୍ଡାର ମରାମତି ଶ୍ରୀମନ୍ଦିର ଶ୍ରୀମନ୍ଦିର ରତ୍ନଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.