Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ନୂତନ ବିଡ଼ିଓ ଭାବେ ଯୋଗ ଦେଲେ ପୁନମ ମହାପାତ୍ର
ଆଞ୍ଚଳିକ

ଚିଲିକାରେ ନୂତନ ବିଡ଼ିଓ ଭାବେ ଯୋଗ ଦେଲେ ପୁନମ ମହାପାତ୍ର

February 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ନୂତନ ବିଡ଼ିଓ ଭାବେ ଓଏଏସ ଅଧିକାରିଣୀ ପୁନମ ମହାପାତ୍ର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୁର୍ବରୁ ସେ ସୋନପୁର ଜିଲ୍ଲା ବିରମହାରାଜପୁର ତହସିଲଦାର ଭାବେ କାର୍ଯ୍ୟରତ ଥିଲେ।କାର୍ଯ୍ୟରେ ଯୋଗ ଦେବାପରେ ସେ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ।

ବ୍ଲକରେ ପୂର୍ବରୁ ବାକି ଥିବା ସମସ୍ତ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ରାସ୍ତାଘାଟ ଉର୍ଣ୍ଣତିକରଣ, ପାନୀୟ ଜଳଯୋଗାଣ ଓ ପରିମଳ ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦେବେ ବୋଲି କହିଛନ୍ତି ନୂତନ ବିଡ଼ିଓ। ନୂତନ ବିଡ଼ିଓଙ୍କୁ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ ଏବଂ ସମସ୍ତ କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।

ଚିଲିକା ବ୍ଲକ ନୂତନ ବିଡ଼ିଓ ପୁନମ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ଗାଲେ ଟେଷ୍ଟ ଜିତିଲା ଭାରତ: ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

August 19, 2026

ହକି ବିଶ୍ୱକପରେ ଭୟଙ୍କର ଦୁର୍ଘଟଣା: ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଆରୁ ଛାଡ଼ିଲେ ଭାରତୀୟ ଖେଳାଳି

August 19, 2026

କ୍ରେଡିଟ୍ କାର୍ଡରେ ମାତ୍ର ୪୬ ପଇସା କମିବାରୁ ୧୨୦୦ ଟଙ୍କା ଜରିମାନା: ବିଜେପି ନେତାଙ୍କ ଅଭିଯୋଗ

August 19, 2026

ଏଆଇ ଚମକାଇଲା ଏହି ଦେଶର ଭାଗ୍ୟ!: ପ୍ରତ୍ୟେକ ନାଗରିକଙ୍କୁ ମିଳିବ ନଗଦ ୨୬ ହଜାର ଟଙ୍କା

August 19, 2026

ପୁଣି ବଢିଲା ସୁନା ଓ ରୂପା ମୂଲ୍ୟ: ଯାଞ୍ଚ କରନ୍ତୁ ଆଜିର ଦର

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.