Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ ମନଇଚ୍ଛା ମିିଡିଆରେ ଦେଇପାରିବେ ନାହିଁ ମତ, କଂଗ୍ରେସ ସଭାପତି ଜାରୀ କଲେ ନୋଟିସ୍
ଆଜିର ଖବର

ଆଉ ମନଇଚ୍ଛା ମିିଡିଆରେ ଦେଇପାରିବେ ନାହିଁ ମତ, କଂଗ୍ରେସ ସଭାପତି ଜାରୀ କଲେ ନୋଟିସ୍

February 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଉ ମନଇଚ୍ଛା ମିିଡିଆରେ ଦେଇପାରିବେ ନାହିଁ ମତ, କଂଗ୍ରେସ ସଭାପତି ଜାରୀ କଲେ ନୋଟିସ୍

ଭୁବନେଶ୍ବର: ଏଣିକି ଟିଭି ମିଡିଆରେ ମନଇଚ୍ଛା କୌଣସି ମତ ଦେଇପାରିବେ ନାହିଁ। ଯଦି କିଛି କହିବାର ଅଛି ତେବେ ପିସିସି ସଭାପତି କିମ୍ବା ମିଡିଆ କମିଟ ଅଧ୍ୟକ୍ଷଙ୍କ ସହ କଥା ହେବେ। ଏହିପରି ଏକ ବିଜ୍ଞପ୍ତି କଂଗ୍ରେସ ସଭାପତି ଭକ୍ତ ଚରଣ ଦାସଙ୍କ ଦସ୍ତଖତରେ ପ୍ରକାଶିତ ହୋଇଛି। ଏଥିରେ କୁହାଯାଇଛି ଯେ, ଦଳର ନେତାଙ୍କ ଗୋଟିଏ ପ୍ରସଂଗରେ ଭିନ୍ନ ଭିନ୍ନ ମତ ରହୁଛି। ଫଳରେ ପାର୍ଟି ଆଭିମୁଖ୍ୟ ଠିକ ରହିପାରୁ ନାହିଁ।

 

ନିକଟରେ କିଟ ବିଶ୍ବବିଦ୍ୟାଳୟ ନେପାଳି ଛାତ୍ରୀ ଆତ୍ମହତ୍ୟା ଘଟଣାରେ କଂଗ୍ରେସର କେତେକ ନେତା ଭିନ୍ନ ଭିନ୍ନ ମତ ଦେଇଥିଲେ। ଯାହାକୁ ନେଇ କଂଗ୍ରେସ ଅଡୁଆରେ ପଡିଯାଇଛି। କିଟ୍ ଘଟଣାରେ କଂଗ୍ରେସର ଦୁଇ ପ୍ରକାର ମତ ଆସିବାରୁ ବିଭିନ୍ନ ମହଲରେ ତାହାକୁ ନେଇ ସମାଲୋଚନା କରାଯାଇଛି। ଫଳରେ ଭବିଷ୍ୟତରେ ଯେପରି ଏମିତି ନ ହୁଏ ସେଥିପାଇଁ ଏହି ବିଜ୍ଞପ୍ତି ଜାରୀ କରାଯାଇଛି।

Bhakta Das Congress କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026
Latest News

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.