Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଜନଶୁଣାଣି ପାଇଁ ବୁକିଂ ଶେଷ,୧୦୦୦ ଜଣ କରିଛନ୍ତି ପଞ୍ଜୀକରଣ
ଆଜିର ଖବର

ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଜନଶୁଣାଣି ପାଇଁ ବୁକିଂ ଶେଷ,୧୦୦୦ ଜଣ କରିଛନ୍ତି ପଞ୍ଜୀକରଣ

March 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ମାର୍ଚ୍ଚ ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନଶୁଣାଣି ପାଇଁ ସ୍ଲଟ୍ ବୁକିଂ ଆଜି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀଙ୍କୁ ଆସନ୍ତା ସୋମବାର ସାକ୍ଷାତ ଅଭିଯୋଗ ପାଇଁ ସର୍ବାଧିକ ୧୦୦୦ ଜଣଙ୍କ ପାଇଁ ପଞ୍ଜୀକରଣ ଉଦ୍ଦିଷ୍ଟ ଥିଲା ।

ଏଥିପାଇଁ ପୂର୍ବ ସୂଚନା ଅନୁସାରେ ଫେବୃୟାରୀ ୨୮ତାରିଖ ପୁର୍ବାହ୍ନ ୧୧ ଘଟିକା ଠାରୁ ଏହି ସ୍ଲଟ୍ ବୁକିଂ ବା ପଞ୍ଜୀକରଣ ଆରମ୍ଭ ହୋଇଥିବା ବେଳେ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମାର୍ଚ୍ଚ ୧ ତାରିଖ ଶନିବାର ଅପରାହ୍ଣ ସୁଦ୍ଧା୧୦୦୦ ଜଣ ନିଜ ନିଜର ସ୍ଲଟ୍ ବୁକିଂ କରିସାରିଥିବା ଜଣାଯାଇଛି।

ଏହି ସମସ୍ତ ଜନସାଧାରଣ ସେମାନଙ୍କର ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ଏବଂ ନିଜର ଅଭିଯୋଗ ପତ୍ର ସହ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ନିଜର ଅଭିଯୋଗ ଜଣାଇବା ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

cmgrivance ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
Share. Facebook Twitter LinkedIn Email WhatsApp Copy Link

Related Posts

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025

ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି: ଚାଷୀ ଭାଇ ଭଉଣୀଙ୍କୁ ଦେଲେ ସି ଏମ୍ କିଷାନ ସହାୟତା ରାଶି

August 27, 2025

ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

August 27, 2025
Latest News

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025

ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି: ଚାଷୀ ଭାଇ ଭଉଣୀଙ୍କୁ ଦେଲେ ସି ଏମ୍ କିଷାନ ସହାୟତା ରାଶି

August 27, 2025

ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

August 27, 2025

ଓଡିଶା ପାଇଁ ଐତିହାସିକ ମୁହୂର୍ତ୍ତ: ଓସ୍କାର ତାଲିକାରେ ସ୍ଥାନ ପାଇଲା ଅକ୍ଷୟ ପରିଜାଙ୍କ ‘ପାପା ବୁକା’

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.