Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁତୁରା ଆକାଶ ଆନନ୍ଦଙ୍କୁ ବିଏସପିରୁ ବହିଷ୍କାର କଲେ ମାୟାବତୀ, ଶ୍ୱଶୁର ହେଲେ କାରଣ?
ଆଜିର ଖବର

ପୁତୁରା ଆକାଶ ଆନନ୍ଦଙ୍କୁ ବିଏସପିରୁ ବହିଷ୍କାର କଲେ ମାୟାବତୀ, ଶ୍ୱଶୁର ହେଲେ କାରଣ?

March 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ ଏକ ବଡ ପଦକ୍ଷେପ ନେଇ ପୁତୁରା ଆକାଶ ଆନନ୍ଦଙ୍କୁ ବିଏସପିରୁ ବହିଷ୍କାର କରିଛନ୍ତି। ମାୟାବତୀ ଗତକାଲି ଦଳର ସମସ୍ତ ଗୁରୁତ୍ୱପୂର୍ଣ୍ଣ ପଦବୀରୁ ଆକାଶ ଆନନ୍ଦଙ୍କୁ ହଟାଇ ଦେଇଥିଲେ। ବର୍ତ୍ତମାନ ବିଏସପି ମୁଖ୍ୟ ମାୟାବତୀ ଏକ୍ସରେ ପୋଷ୍ଟ କରିଛନ୍ତି ଏବଂ ଆକାଶ ଆନନ୍ଦଙ୍କୁ ଦଳରୁ ବହିଷ୍କାର କରିବା ବିଷୟରେ ସୂଚନା ଦେଇଛନ୍ତି।

ବିଏସପି ସୁପ୍ରିମୋ ମାୟାବତୀ X ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଗତକାଲି ବିଏସପିର ସର୍ବ-ଭାରତ ବୈଠକରେ ଆକାଶ ଆନନ୍ଦ ତାଙ୍କ ଶଶୁର ଅଶୋକ ସିଦ୍ଧାର୍ଥଙ୍କ ପ୍ରଭାବରେ ରହିଥିବାରୁ ତାଙ୍କୁ ପାର୍ଟିର ସ୍ୱାର୍ଥ ପାଇଁ ଦଳରୁ ବହିଷ୍କୃତ କରାଯାଇଛି। ବର୍ତ୍ତମାନ ସେ ସମସ୍ତ ଦାୟିତ୍ଵରୁ ମୁକ୍ତି ପାଇଛନ୍ତି।

Akash Anand bsp mayawati UP news
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026
Latest News

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.