Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଳ ସଂକଟ : ପାନୀୟ ଜଳ ପାଇଁ ଗଲା ଜୀବନ
ଆଜିର ଖବର

ଜଳ ସଂକଟ : ପାନୀୟ ଜଳ ପାଇଁ ଗଲା ଜୀବନ

July 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗ୍ଲୋବାଲ୍‌ ଓ୍ବାର୍ମିଂ  ଏବଂ ପାଣିପାଗର ପରିବର୍ତ୍ତନ ପାଇଁ ଏବେ ଜଳ ସଂକଟ ଦେଖିବାକୁ ମିଳୁଛି । ଆଗାମୀ ଭବିଷ୍ୟତରେ ଜଳ ପାଇଁ ସଂଘର୍ଷ ହେବ ବୋଲି ଜଣାପଡୁଛି । ଆନ୍ଧ୍ରପ୍ରଦେଶରେ ଏପରି ଏକ ଘଟଣା ଘଟିଥିବାର ନଜରକୁ ଆସିଛି । ଏଠାରେ ପାନୀୟ ଜଳ ପାଇଁ ଦୁଇ ମହିଳାଙ୍କ ମଧ୍ୟରେ ଝଗଡା ହୋଇଥିଲା । ଝଗଡା ଉଗ୍ରରୂପ ଧାରଣ କରିବା ସହିତ ଏହି ଘଟଣାରେ ଜଣକ ଜୀବନ ଚାଲିଯାଇଛି । ଏହି ଘଟଣାରେ ପୋଲିସ୍‌ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ମିଳିଥିବା ସୂଚନା ଅନୁସାରେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍‌ ଜିଲ୍ଲାରେ ସାର୍ବଜନିକ ନଳରୁ ମହିଳା ପାଣି ଭରୁଥିଲେ । କିନ୍ତୁ ଲାଇନ୍‌ର ବାହାରି ପାଣି ନେବା ଘଟଣାକୁ ନେଇ ଝଗଡ଼ା ଆରମ୍ଭ ହୋଇଥିଲା । ଏହି ଝଗଡାରେ ୩୮ ବର୍ଷୀୟା ତାତୀପୁଡି ପଦ୍ମାଙ୍କ ଉପରେ କିଛି ମହିଳା ଆକ୍ରମଣ କରିଥିଲେ  । ଏହି ଆକ୍ରମଣରେ ମହିଳା ଜଣକଙ୍କର ମୃତ୍ୟୁ ହୋଇଯାଇଛି । ସୂଚନାଯୋଗ୍ୟ ଯେ, ଆଜିର ସମୟରେ ଦେଶର କିଛି ଅଂଶରେ ଜଳ ବହୁଳତାର କଷ୍ଟ ଦେଖିବାକୁ ମିଳୁଥିବାବେଳେ ଅନ୍ୟ ପଟେ ଜଳ ବିହୁନତାର କଷ୍ଟ ମଧ୍ୟ ଦେଖାଯାଉଛି । ଆନ୍ଧ୍ରପ୍ରଦେଶ, ତାମିଲନାଡୁ, ଚେନ୍ନାଇ ପରି ସହରରେ ଜଳ କଷ୍ଟ ଚାଲିଥିବାବେଳେ ଆସାମ, ବିହାର ଆଦି ଅଞ୍ଚଳରେ ଅତ୍ୟଧିକ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026

ବିଶ୍ୱକପରେ ବଡ଼ ବିପର୍ଯ୍ୟୟର ଆଶଙ୍କା!: ପ୍ରଥମ ଟି-୨୦ ବିଜୟ ସତ୍ତ୍ୱେ ଟିମ୍ ଇଣ୍ଡିଆର ବଢିଲା ଚିନ୍ତା

January 22, 2026
Latest News

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

“ଭାରତ ବିନା ଆମେ ଅସମ୍ପୂର୍ଣ୍ଣ”: EU ର ଏହି ବୟାନରେ ଚୀନ ଓ ପାକିସ୍ତାନ ଅସ୍ଥିର

January 22, 2026

ରାଜ୍ୟସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ଏପ୍ରିଲରେ ଖାଲି ହେବ ୩୭ ଟି ଆସନ

January 22, 2026

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.