Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମରିସସ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମରିସସ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

March 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସ ରାଷ୍ଟ୍ରପତି ଧରମବୀର ଗୋକୁଲଙ୍କୁ ରାଜ ଭବନରେ ସାକ୍ଷାତ କରିଛନ୍ତି।

ଦୁଇ ନେତା ଭାରତ ଓ ମରିସସ ମଧ୍ୟରେ ସ୍ୱତନ୍ତ୍ର ଓ ନିବିଡ଼ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ଲାଗି ମତ ବିନିମୟ କରିଥିଲେ। ଏହି ପରିପ୍ରେକ୍ଷୀରେ, ସେମାନେ ଦୁଇ ଦେଶ ମଧ୍ୟରେ ରହିଥିବା ସହଭାଗୀ ଇତିହାସ ଏବଂ ଦୃଢ଼ ନାଗରିକ ସମ୍ପର୍କ ବିଷୟରେ ସ୍ମରଣ କରିଥିଲେ। ଦ୍ୱିତୀୟ ଥର ଲାଗି ମରିସସର ଜାତୀୟ ଦିବସ ସମାରୋହରେ ଅଂଶଗ୍ରହଣ କରିବା ତାଙ୍କ ପାଇଁ ସମ୍ମାନର ବିଷୟ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ। ସ୍ୱତନ୍ତ୍ର ଅଭିବ୍ୟକ୍ତି ସ୍ୱରୂପ ପ୍ରଧାନମନ୍ତ୍ରୀ ମୋଦୀ ମରିସସ ରାଷ୍ଟ୍ରପତି ଗୋକୁଳ ଏବଂ ପ୍ରଥମ ମହିଳା ବୃନ୍ଦା ଗୋକୁଳଙ୍କୁ ଓସିଆଇ କାର୍ଡ ହସ୍ତାନ୍ତର କରିଥିଲେ। ରାଜ ଭବନ ଠାରେ ଭାରତ ସରକାରଙ୍କ ଦ୍ୱାରା ସ୍ଥାପିତ ଆୟୁର୍ବେଦ ଉଦ୍ୟାନ ମଧ୍ୟ ପ୍ରଧାନମନ୍ତ୍ରୀ ପରିଦର୍ଶନ କରିଥିଲେ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଆୟୁର୍ବେଦ ସମେତ ପାରମ୍ପରିକ ଚିକିତ୍ସା ପଦ୍ଧତିର ଲାଭକୁ ଆଗେଇ ନେବାରେ ମରିସସ ଭାରତର ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗୀ।

ଆଲୋଚନା ପରେ, ପ୍ରଧାନମନ୍ତ୍ରୀଙ୍କ ସମ୍ମାନରେ ରାଷ୍ଟ୍ରପତି ଗୋକୁଳ ଏକ ରାଜକୀୟ ମଧ୍ୟାହ୍ନ ଭୋଜନ ଆୟୋଜନ କରିଥିଲେ।

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଆୟୋଜନ କଲା ଦ୍ୱିତୀୟ ନୀଳାଦ୍ରି କପ୍ T-20 ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍

December 1, 2025

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

December 1, 2025

BSF Raising Day: ବିଏସଏଫ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

December 1, 2025

ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ଖୋର୍ଦ୍ଧା ରେଳମଣ୍ଡଳ ପକ୍ଷରୁ ପୁରସ୍କାର ପ୍ରଦାନ ଉତ୍ସବ

December 1, 2025
Latest News

SOA Yuva Sahitya Sammana: ସୂର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ପ୍ରଦାନ କରାଗଲା ସୋଆ ଯୁବ ସାହିତ୍ୟ ସମ୍ମାନ 

December 1, 2025

AIDS Awareness Program: ବ୍ରହ୍ମପୁରରେ ଏଡସ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

December 1, 2025

World AIDS Day: ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ବିଶ୍ଵ ଏଡସ୍ ଦିବସ ୨୦୨୫ ପାଳିତ

December 1, 2025

ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ପ୍ରତିଯୋଗିତା

December 1, 2025

ରାଜ୍ୟସଭାରେ ଉଠିଲା ଓଡିଶାର ଭୂତଳ ଜଳସ୍ତର ହ୍ରାସ ପ୍ରସଂଗ, ଉତ୍ତରରେ ଜଳଶକ୍ତି ମନ୍ତ୍ରୀ କହିଲେ..

December 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.