Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓକିଲ ସଂଘ ନିର୍ବାଚନ ପାଇଁ ବାଣପୁର କୋର୍ଟ ଚଳଚଞ୍ଚଳ, ମୈଦାନରେ ୧୩ ପ୍ରାର୍ଥୀ
ଆଜିର ଖବର

ଓକିଲ ସଂଘ ନିର୍ବାଚନ ପାଇଁ ବାଣପୁର କୋର୍ଟ ଚଳଚଞ୍ଚଳ, ମୈଦାନରେ ୧୩ ପ୍ରାର୍ଥୀ

March 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୯ ତାରିଖରେ ଅନୁଷ୍ଠିତ ହେବ।  ଏହି ପରିପ୍ରେକ୍ଷୀରେ ଚଳଚଞ୍ଚଳ ହୋଇଉଠିଛନ୍ତି ରାଜ୍ୟର ସମସ୍ତ ଓକିଲ ସଂଘ। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘ ର ଚଳିତ ବର୍ଷ ନିର୍ବାଚନ ପାଇଁ ସମୁଦାୟ ୧୩ ଜଣ ପ୍ରାର୍ଥୀ ନିର୍ବାଚନ ରଣଙ୍ଗନାରେ ଅବତୀର୍ଣ୍ଣ ହୋଇଛନ୍ତି। ସଭାପତି, ସମ୍ପାଦକ, ଉପ ସଭାପତି ଓ ସହ ସମ୍ପାଦକ ପଦବୀ ପାଇଁ ଦୁଇ ଦୁଇ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଥିବା ବେଳେ କାର୍ଯ୍ୟକାରୀ ସମିତି ସଦସ୍ୟ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି।

ସଭାପତି ପଦବୀ ପାଇଁ ବୃନ୍ଦାବନ ପ୍ରଧାନ ଓ ଦେବି ପ୍ରସାଦ ସାମନ୍ତରାୟ, ଉପ ସଭାପତି ପଦବୀ ପାଇଁ ପଦ୍ମଜା ପଟ୍ଟନାୟକ ଓ ଶ୍ରୀନିବାସ ରାଓ , ସମ୍ପାଦକ ପଦବୀ ପାଇଁ ଗୟାଚନ୍ଦ ଜଗଦୀଶ ପଟ୍ଟନାୟକ ଓ ଜଗନ୍ନାଥ ଭୋଳ, ସହ ସମ୍ପାଦକ ପଦବୀ ପାଇଁ ବିଭୁତି ଭୂଷଣ ନାୟକ ଓ ନରେନ୍ଦ୍ର କୁମାର ନାୟକ ଏବଂ କାର୍ଯ୍ୟକାରୀ ସମିତି ସଦସ୍ୟ ପଦବୀ ପାଇଁ ନରେଶ କୁମାର ଚମ୍ପତ୍ତି, ପ୍ରସନ୍ନ କୁମାର ଜେନା, ସନ୍ତୋଷ କୁମାର ମହାପାତ୍ର, ସୁପ୍ରଭା ସାମନ୍ତରାୟ ଓ
ଭି. କାମେଶ୍ୱର ଆଚାରୀ ପ୍ରତିଦ୍ବନ୍ଦିତା କରୁଥିବାର ସୂଚନା ଦେଇଛନ୍ତି ବାଣପୁର ଓକିଲ ସଂଘ ନିର୍ବାଚନ ଅଧିକାରୀ ଅଜିତ କୁମାର ସ୍ୱାଇଁ। ମାର୍ଚ୍ଚ ୨୯ ରେ ବାଣପୁର ଓକିଲ ସଂଘ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ହାତରେ ମାତ୍ର ଆଉ ଦୁଇ ସପ୍ତାହ ରହିଛି ପ୍ରାର୍ଥୀଙ୍କ ହାତରେ।

ଏହି ପରିପ୍ରେକ୍ଷୀରେ ବାଣପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ଆରମ୍ଭ ହୋଇଯାଇଥିବା ବେଳେ ପ୍ରାର୍ଥୀ ମାନେ ନିଜ ନିଜ ସପକ୍ଷରେ ପ୍ରଚାର ଆରମ୍ଭ କରିଦେଇଥିବା ଦେଖିବାକୁ ମିଳିଛି।

ଓକିଲ ସଂଘ ନିର୍ବାଚନ ବାଣପୁର କୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025

ଆଜି ଜୁଲାଇ ୨୨ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2025
Latest News

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025

ଆଜି ଜୁଲାଇ ୨୨ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2025

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.