Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ପଟ୍ଟନାୟିକିଆ ସାହି ଟ୍ରିପଲ୍‌ ମର୍ଡର ଘଟଣା : ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ପୁରୀ ପଟ୍ଟନାୟିକିଆ ସାହି ଟ୍ରିପଲ୍‌ ମର୍ଡର ଘଟଣା : ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

July 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ ପଟ୍ଟନାୟିକିଆ ସାହିରେ ଘଟିଥିବା ଟ୍ରିପଲ୍‌ ମର୍ଡର ଘଟଣାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଚସ୍ପତିଙ୍କ ରୁଲିଂ ପରେ ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଗତ ୧୪ ତାରିଖରେ ପଟ୍ଟନାୟିକିଆରେ ଦୁର୍ଭାଗ୍ୟଜନକ ଘଟଣା ଘଟିଥିଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଘଟଣା ନେଇ ସତ୍ୟବାଦୀ ଥାନାରେ ଏଫଆଇଆର ହୋଇଥିଲା । ଘଟଣା ଉପରେ ପୋଲିସ୍‌ ତ୍ବରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା । ଏହି ଘଟଣାରେ ୬ଜଣଙ୍କୁ ପୋଲିସ ଗିରଫ କରାଯାଇଛି । ଏହି ମାମଲାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜମିଜମାକୁ ନେଇ ଉଭୟଙ୍କ ମଧ୍ୟରେ ଦୀର୍ଘ ଦିନରୁ ବିବାଦ ରହିଥିଲା । ରାଜ୍ୟରେ ସଂଗଠିତ ଅପରାଧ ରୋକିବାକୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଉଛି  । ଏହି ଘଟଣାକୁ ନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Latest News

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.