Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏଏସ ସ୍ତରରେ ହେଲା ଛୋଟ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ
ଆଜିର ଖବର

ଆଇଏଏସ ସ୍ତରରେ ହେଲା ଛୋଟ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ

March 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇଏଏସ ସ୍ତରରେ ହେଲା ଛୋଟ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି। ଗତକାଲି ରାତିରେ ଏହି ଅଦଳବଦଳ କରାଯାଇଛି। ନିକଟରେ ସରକାର ଆଇଏଏସ ଓ ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଥିଲେ। ତେବେ ନୂଆ ଅଦଳବଦଳ ଅନୁସାରେ ଯେଉଁ ପରିବର୍ତ୍ତନ କରାଯାଇଛି ତାହା ହେଲା..

1: ସମର୍ଥ ବର୍ମା-ନିର୍ଦ୍ଦେଶକ ବୈଷୟିକ ଶିକ୍ଷା ଓ ତାଲିମ ସହିତ ସେ ଓଡିଶା ଚଳଚିତ୍ର ଉନ୍ନୟନ ନିଗମର ଏମଡି ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ଏହି ଦାୟିତ୍ବ ସହିତ ସେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ କରାଯାଇଛି।

2: ସୁଦର୍ଶନ ଚକ୍ରବର୍ତ୍ତୀ- ବର୍ତ୍ତମାନ ସେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଅଛନ୍ତି। ତାଙ୍କୁ ଓଡିଶା ରାଜ୍ୟ ସାଧାରଣ ଯୋଗାଣ ବିଭାଗର ଏମଡି ଭାବେ ବଦଳି କରାଯାଇଛି।

3: ଶୁଭମ ସାକ୍ସସେନା- ବର୍ତ୍ତମାନ ଓଡିଶା ରାଜ୍ୟ ସାଧାରଣ ଯୋଗାଣ ବିଭାଗର ଏମଡି ଏବଂ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଅଛନ୍ତି। ତାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

ias ଆଇଏଏସ ଆଇଏଏସ ଅଦଳବଦଳ ସମର୍ଥ ବର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ

January 31, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ର ନୂତନ ଛାତ୍ରଛାତ୍ରୀଙ୍କ ଶପଥ ପାଠ

January 31, 2026

ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 

January 31, 2026

ହାରିବା ସତ୍ତ୍ୱେ ୨୦୨୬ WPL ର ଏଲିମିନେଟରରେ ପହଞ୍ଚିପାରିବ ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ ଗଣିତ

January 31, 2026
Latest News

ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ

January 31, 2026

କଂଗ୍ରେସ, ବାମପନ୍ଥୀ, ନା ବିଜେପି?: କେରଳରେ ଲୋକସଭା ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ

January 31, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍‌ସି ନର୍ସିଂ ଏବଂ ଜିଏନ୍‌ଏମ୍‌ର ନୂତନ ଛାତ୍ରଛାତ୍ରୀଙ୍କ ଶପଥ ପାଠ

January 31, 2026

ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 

January 31, 2026

ହାରିବା ସତ୍ତ୍ୱେ ୨୦୨୬ WPL ର ଏଲିମିନେଟରରେ ପହଞ୍ଚିପାରିବ ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ ଗଣିତ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.