Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ଶ୍ରେଣୀ ପାଇଁ ପିଲାର ବୟସ କେତେ ହେବା ଆବଶ୍ୟକ?: ଘୋଷଣା କଲା ରାଜ୍ୟ ଗଣଶିକ୍ଷା ବିଭାଗ
ଆଜିର ଖବର

ପ୍ରଥମ ଶ୍ରେଣୀ ପାଇଁ ପିଲାର ବୟସ କେତେ ହେବା ଆବଶ୍ୟକ?: ଘୋଷଣା କଲା ରାଜ୍ୟ ଗଣଶିକ୍ଷା ବିଭାଗ

March 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାରେ ଜାତୀୟ ଶିକ୍ଷାନୀତି-୨୦୨୦କୁ ୨୦୨୫-୨୬ ଶିକ୍ଷାବର୍ଷଠାରୁ ପ୍ରଚଳନ ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବା ସହିତ ପ୍ରଥମ ଶ୍ରେଣୀରେ ନାମଲେଖା ବୟସକୁ ୬ ବର୍ଷ କିମ୍ବା ତଦୁର୍ଦ୍ଧ ଧାର୍ଯ୍ୟ କରିଛି। ବିଭିନ୍ନ ଶିକ୍ଷାବିତ୍‌ ଓ ବିଶେଷଜ୍ଞମାନଙ୍କ ସହିତ ଆଲୋଚନା ପରେ ଛାତ୍ରଛାତ୍ରୀମାନଙ୍କର ଉତ୍କୃଷ୍ଟ ଶୈକ୍ଷିକ ବିକାଶ ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସରେ ସୂଚନା ଦିଆଯାଇଛି।

ଜାତୀୟ ଶିକ୍ଷାନୀତି-୨୦୨୦
Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ବଳ ହେଲା ସୃଷ୍ଟ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

August 21, 2025

ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବି ସୁଦର୍ଶନ ରେଡ୍ଡୀ

August 21, 2025

ଟିମ୍ ଇଣ୍ଡିଆର ଅଧିନାୟକ ହେବେ ଶ୍ରେୟସ ଆୟର?: ଆଶ୍ଚର୍ଯ୍ୟ କରିଛିବିସିସିଆଇର ନୂତନ ଯୋଜନା

August 21, 2025

ଖୋର୍ଦ୍ଧା ରୋଡ୍-ପଲାସା ସେକ୍ସନ ମଧ୍ୟରେ ଟ୍ରେନ ଚଳାଚଳରେ ପରିବର୍ତ୍ତନ

August 21, 2025
Latest News

ଦୁର୍ବଳ ହେଲା ସୃଷ୍ଟ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

August 21, 2025

ଭାରତକୁ ଶତ୍ରୁ ପରି ବ୍ୟବହାର କରିବା ରଣନୈତିକ ଭୁଲ’: ଟ୍ରମ୍ଫଙ୍କୁ ଭର୍ତ୍ସନା କଲେ ନିକି ହେଲି

August 21, 2025

ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବି ସୁଦର୍ଶନ ରେଡ୍ଡୀ

August 21, 2025

ଟିମ୍ ଇଣ୍ଡିଆର ଅଧିନାୟକ ହେବେ ଶ୍ରେୟସ ଆୟର?: ଆଶ୍ଚର୍ଯ୍ୟ କରିଛିବିସିସିଆଇର ନୂତନ ଯୋଜନା

August 21, 2025

ମହାରାଷ୍ଟ୍ର ରାଜନୀତିରେ ବଡ଼ ହଇଚଇ, ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସଙ୍କୁ ଭେଟିଲେ ରାଜ ଠାକରେ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.