Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉନମୋଚିତ ହେଲା ବରିଷ୍ଠ ସାମ୍ବାଦିକ ଅପୂର୍ବ ମହାନ୍ତିଙ୍କ ପୁସ୍ତକ ‘ମୁଁ ବି ମାଓବାଦୀ! ‘
ଆଜିର ଖବର

ଉନମୋଚିତ ହେଲା ବରିଷ୍ଠ ସାମ୍ବାଦିକ ଅପୂର୍ବ ମହାନ୍ତିଙ୍କ ପୁସ୍ତକ ‘ମୁଁ ବି ମାଓବାଦୀ! ‘

March 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
apurba
ଉନମୋଚିତ ହେଲା ବରିଷ୍ଠ ସାମ୍ବାଦିକ ଅପୂର୍ବ ମହାନ୍ତିଙ୍କ ପୁସ୍ତକ 'ମୁଁ ବି ମାଓବାଦୀ! '

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ଅପୂର୍ବ ମହାନ୍ତିଙ୍କ ଲିଖିତ ପୁସ୍ତକ “ମୁଁ ବି ମାଓବାଦୀ !” ଉନମୋଚିତ ହୋଇ ଯାଇଛି। ଭୁବନେଶ୍ବରର ଗୀତଗୋବିନ୍ଦ ସଦନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ବାଦର ଅଧ୍ୟକ୍ଷ ସୌମରଂଜନ ପଟ୍ଟନାୟକ ପୁସ୍ତକକୁ ଉନମୋଚିତ କରିଥିଲେ। ଏଥିରେ ବରିଷ୍ଠ ସାମ୍ବାଦିକ ସଂପଦ ମହାପାତ୍ର, ସିପିଆଇ ନେତା ସନ୍ତୋଷ ଦାସ ଏବଂ ଅଧ୍ୟାପକ ବିଶ୍ବରଂଜନ ଯୋଗଦେଇ ପୁସ୍ତକକୁ ଉନମୋଚିତ କରିଥିଲେ।

ଇଟିଭି ଓଡିଆ ନ୍ୟୁଜ ଚ୍ୟାନେଲରେ ଅପୂର୍ବ ସାମ୍ବାଦିକ ଭାବେ କାର୍ଯ୍ୟ କରୁଥିବା ବେଳେ ସେ ବହୁବାର ମାଓ ଆକ୍ରମଣ ଉପରେ ରିପୋର୍ଟିଂ କରିଛନ୍ତି। ଏପରିକି ଘଞ୍ଛ ଜଙ୍ଗଲକୁ ଯାଇ ମାଓନେତା ସବ୍ୟସାଚୀଙ୍କ ସାକ୍ଷାତକାର ମଧ୍ୟ ନେଇଛନ୍ତି। ସେ ସବୁ ଅଭିଜ୍ଞତାକୁ ପାଥେୟ କରି ସେ ରଚନା କରିଛନ୍ତି ଏହି ପୁସ୍ତକ ମୁଁ ବି ମାଓବାଦୀ। ଏଥିସହିତ ଏହି ଉତ୍ସବରେ ଲେଖିକା ସୁଜାତା ମହାନ୍ତିଙ୍କ ଲିଖିତ ଆଧ୍ୟାତ୍ମିକ ପୁସ୍ତକ “ଚୁନା ଚୁନା ଫୁଲ’ ମଧ୍ୟ ଉନମୋଚିତ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026
Latest News

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.