Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢ଼ାଖୋଲ: ଚଷା ସମାଜର ବାର୍ଷିକ ସଭା, ଭକ୍ତବଲ୍ଲଭ ସଭାପତି ନିର୍ବାଚିତ
ଆଞ୍ଚଳିକ

ରେଢ଼ାଖୋଲ: ଚଷା ସମାଜର ବାର୍ଷିକ ସଭା, ଭକ୍ତବଲ୍ଲଭ ସଭାପତି ନିର୍ବାଚିତ

March 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ଆଜି ଆଞ୍ଚଳିକ ଚଷା ସମାଜର ବାର୍ଷିକ ସଭା ସଭାପତି ରବିନାରାୟଣ ଧଳଙ୍କ ସଭାପତିତ୍ବରେ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ, ବିଜାଗଡ ନିକଟସ୍ଥ ସହାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ନୂତନ କମିଟି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଚୟନ କରାଯାଇଛି। ସଭାପତି ରୂପେ ଭକ୍ତବଲ୍ଲଭ ପ୍ରଧାନ, ଉପ ସଭାପତି ଯୁଧିଷ୍ଟିର ସାହୁ, ସମ୍ପାଦକ ଗୌତମ ମୋହନ ପ୍ରଧାନ, ସହ ସମ୍ପାଦକ ଦୁର୍ଲଭ ସାହୁ ଓ କୋଷାଧ୍ୟକ୍ଷ ଭାବେ ନେତ୍ରାନନ୍ଦ ରାଉଳ ଙ୍କୁ ମନୋନୀତ କରାଯାଇଛି। ଏହା ସହିତ ବୟୋଜ୍ୟେଷ୍ଠ ଭଦ୍ର ବ୍ୟକ୍ତି ମାନଙ୍କୁ ନେଇ ଏକ ୨୫ ଜଣିଆ ଉପଦେଷ୍ଟା କମିଟି ଗଠନ କରାଯାଇଛି।

BJP Ads
ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜେଇ ବିକ୍ରି ପାଇଁ ଉଦ୍ୟମ ବେଳେ ମାଡ଼ି ବସିଲା ଅବକାରୀ: ୨ ଗିରଫ

November 1, 2025

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଭୀମ ଭୋଇ ମହାବିଦ୍ୟାଳୟର ପ୍ରାଧ୍ୟାପିକାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

October 30, 2025
BJP Ads
Latest News

ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଆଇନ ମନ୍ତ୍ରୀଙ୍କୁ‌ କୃତଜ୍ଞତା ଜଣାଇଲେ ଓଏସଇଏଫଡ଼ି ସଂଘ

November 2, 2025

ତୃତୀୟ ଟି-୨୦କୁ ୫ ୱିକେଟରେ ଜିତିଲା ଭାରତ: ହୋବାର୍ଟରେ ଅଷ୍ଟ୍ରେଲିଆର ପ୍ରଥମ ବିଜୟ

November 2, 2025

ସହଜ ହେଲା ଆଧାର ଅପଡେଟ୍, ଏବେ ଘରେ ବସି ଅନଲାଇନରେ କରିପାରିବେ ଏହି ସବୁ କାମ  

November 2, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆପତ୍ତିଜନକ ଭାଷା ବ୍ୟବହାର କରିବା ମହଙ୍ଗା ପଡିଲା: ଅଭିଯୁକ୍ତ ଗିରଫ

November 2, 2025

“କୌଣସି ହିଂସା ଗ୍ରହଣୀୟ ନୁହେଁ”: ଦୁଲାରଚାନ୍ଦ ହତ୍ୟା ମାମଲାରେ ସିଇସି ଙ୍କ ଚେତାବନୀ

November 2, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.