Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକିସ୍ତାନର ଲଜ୍ଜାଜନକ ପରାଜୟ, ଦ୍ୱିତୀୟ ODI ଜିତି ସିରିଜକୁ କାବୁ କଲା ​​ନ୍ୟୁଜିଲ୍ୟାଣ୍ଡ
ଆଜିର ଖବର

ପାକିସ୍ତାନର ଲଜ୍ଜାଜନକ ପରାଜୟ, ଦ୍ୱିତୀୟ ODI ଜିତି ସିରିଜକୁ କାବୁ କଲା ​​ନ୍ୟୁଜିଲ୍ୟାଣ୍ଡ

April 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନ୍ୟୁଜିଲ୍ୟାଣ୍ଡ ଓ ପାକିସ୍ତାନ ମଧ୍ୟରେ ଦ୍ଵିତୀୟ ଦିନିକିଆ ମ୍ୟାଚ ଆଜି ଖେଲାଯାଇଛି। ଏହି ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ 292 ରନ ସ୍କୋର କରିଥିବା ବେଳେ ପାକିସ୍ତାନ କ୍ରିକେଟ୍ ଦଳ ମାତ୍ର 208 ରନ୍ ରେ ସମସ୍ତ ୱିକେଟ ହରାଇଥିଲା। ଦ୍ୱିତୀୟ ODI କୁ 84 ରନରେ ଜିତି ନ୍ୟୁଜିଲ୍ୟାଣ୍ଡ ସିରିଜରେ 2-0 ଅଗ୍ରଣୀ ହାସଲ କରିଛି। ଯଦିଓ ଏକ ସମୟରେ ଏହା ଲାଗୁଥିଲା ଯେ, ପାକିସ୍ତାନ ଦଳ 100 ରନ୍ ମଧ୍ୟରେ ସୀମିତ ରହିବ, କିନ୍ତୁ ଫହିମ ଆଶ୍ରାଫ (73) ଏବଂ ନସିମ ଶାହା (51) ଭଲ ଇନିଂସ ଖେଳି ଦଳକୁ 208 ରନରେ ପହଞ୍ଚାଇଥିଲେ। ତଥାପି ଉଭୟଙ୍କ ସଂଘର୍ଷ ଦଳକୁ ସଫଳତା ଦେଇ ପାରି ନଥିଲା।

babar azam New Zealand Cricket Team Pakistan Cricket Team
Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀଙ୍କ ପାଇଁ ଖୁସି ଖବର: ପାଟନା ଏବଂ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

August 25, 2025

ସ୍ଥିର ହେଲା ମା’ଭଗବତୀଙ୍କ ପୀଠରେ ‘ଷଷ୍ଠି ଓଷା’, ‘ଲଳିତା ସପ୍ତମୀ’ ପାଣି ତୋଳା ଯାତ୍ରାର ଲଗ୍ନ

August 25, 2025

ଭୁଲ ନିର୍ବାଚନ ତଥ୍ୟ ସେୟାର କରିବା ମାମଲା: ସୁପ୍ରିମକୋର୍ଟରୁ ସଞ୍ଜୟ କୁମାରଙ୍କୁ ବଡ଼ ଆଶ୍ୱସ୍ତି

August 25, 2025

ଅପରେସନ୍ ସିନ୍ଦୂର ପରେ ଗୋଟିଏ ମଞ୍ଚରେ ଆସିବେ ସରିଫ ଏବଂ ମୋଦି: ଜାଣନ୍ତୁ କେବେ?

August 25, 2025
Latest News

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025

ଯାତ୍ରୀଙ୍କ ପାଇଁ ଖୁସି ଖବର: ପାଟନା ଏବଂ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

August 25, 2025

ବାଣପୁର: ଔଷଧ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ମୂଲ୍ୟର ସାମଗ୍ରୀ ପାଉଁଶ

August 25, 2025

ସ୍ଥିର ହେଲା ମା’ଭଗବତୀଙ୍କ ପୀଠରେ ‘ଷଷ୍ଠି ଓଷା’, ‘ଲଳିତା ସପ୍ତମୀ’ ପାଣି ତୋଳା ଯାତ୍ରାର ଲଗ୍ନ

August 25, 2025

ଭୁଲ ନିର୍ବାଚନ ତଥ୍ୟ ସେୟାର କରିବା ମାମଲା: ସୁପ୍ରିମକୋର୍ଟରୁ ସଞ୍ଜୟ କୁମାରଙ୍କୁ ବଡ଼ ଆଶ୍ୱସ୍ତି

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.