Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରାଞ୍ଚଳ ରେଞ୍ଜ ଗସ୍ତ କରି ଆଇନ ଓ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
ଆଜିର ଖବର

ଉତ୍ତରାଞ୍ଚଳ ରେଞ୍ଜ ଗସ୍ତ କରି ଆଇନ ଓ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

April 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଉତ୍ତରାଞ୍ଚଳ ରେଞ୍ଜ ଗସ୍ତ କରିବା ସହ ସେଠାକାର ଆଇନ ଓ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶ୍ରୀ ରାମନବମୀ, ହନୁମାନ ଜୟନ୍ତୀ ଏବଂ ମହାବିଷୁବ ସଂକ୍ରାନ୍ତି ପାଳନ ଅବସରରେ ପୋଲିସର ବନ୍ଦୋବସ୍ତ ଓ ଏହାର ସୁପରିଚାଳନା ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି।

ବଲାଙ୍ଗୀର ଓ ବରଗଡ ଜିଲ୍ଲାରେ ମାଓବାଦୀ ବିରୋଧୀ ଅଭିଯାନ ସମ୍ପର୍କରେ ଡିଜିପି ବିସ୍ତୃତ ଭାବେ ସମୀକ୍ଷା କରିଥିଲେ। ଏହା ସହ ମାଓବାଦୀମାନଙ୍କୁ ହିଂସା ପଥ ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଡିଜିପି ଆହ୍ୱାନ ଦେଇଛନ୍ତି। ଏହି ଅବସରରେ ଡିଜିପି ୭ ଜଣ ପୋଲିସ କର୍ମଚାରୀଙ୍କୁ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପ୍ରଶଂସା ପଦକ ପ୍ରଦାନ କରିଥିଲେ।

ଆଇନ ଓ ଶୃଙ୍ଖଳା ପରିସ୍ଥିତି ଉତ୍ତରାଞ୍ଚଳ ରେଞ୍ଜ ମାଓବାଦୀ ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025
Latest News

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.