Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବଣା ଭବନ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତ ପି ରାଜଗୋପାଳଙ୍କ ପରଲୋକ
ଆଜିର ଖବର

ସର୍ବଣା ଭବନ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତ ପି ରାଜଗୋପାଳଙ୍କ ପରଲୋକ

July 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସର୍ବଣା ଭବନ କର୍ମଚାରୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପି ରାଜଗୋପାଳଙ୍କ ଦେହାନ୍ତ ହୋଇଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ପି ରାଜଗୋପାଳଙ୍କ ଦେହାନ୍ତ ହୋଇଛି । ରାଜଗୋପାଳଙ୍କ ମୃତ୍ୟୁର କାରଣ ହୃଦଘାତ ବୋଲି ଦର୍ଶାଯାଇଛି । ଜୁଲାଇ 10 ତାରିଖରେ 72 ବର୍ଷୀୟ ରାଜଗୋପାଳଙ୍କୁ ଅସୁସ୍ଥତା କାରଣରୁ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା । କିଛି ଦିନ ପୂର୍ବରୁ ସ୍ବାସ୍ଥ୍ୟଗତ କାରଣଗ ଦର୍ଶାଇ ଜାମିନ ଅବଧି ବଢାଇବାକୁ ରାଜଗୋପାଳଙ୍କ ପକ୍ଷରୁ ଆବେଦନ କରାଯାଇଥିଲା । ଜୁଲାଇ 7 ତାରିଖରେ ରାଜଗୋପାଳଙ୍କ ଜାମିନ ଅବଧି ଶେଷ ହୋଇଥିଲା । ଉଲ୍ଲେଖଯୋଗ୍ୟ ଯେ, ଜନୈକ କର୍ମଚାରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଏକ ସ୍ଥାନୀୟ 2004ରେ ରାଜଗୋପାଳ ଏବଂ ଅନ୍ୟ 8 ଜଣଙ୍କୁ 10 ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ । ଏହାର ପାଞ୍ଚ ବର୍ଷ ପରେ ମାଡ୍ରାସ ହାଇକୋର୍ଟ ଏହି ଦଣ୍ଡାଦେଶକୁ ସମାନ ରଖିଥିବା ବେଳେ ଏହାକୁ ବିରୋଧ କରି ରାଜଗୋପାଳ ମାର୍ଚ୍ଚ ମାସରେ ସୁପ୍ରିମକୋର୍ଟରେ ଆବେଦନ କରିଥିବା ବେଳେ ସୁପ୍ରିମ୍‌କୋର୍ଟ ଏହକୁ ଆଜୀବନ କାରାଦଣ୍ଡରେ ପରିଣତ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

January 22, 2026

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026
Latest News

ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

January 22, 2026

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ଗ୍ରାମରକ୍ଷୀଙ୍କ ପାଇଁ ବଡ ଖବର: ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.