Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଷାକ୍ତ ପଦାର୍ଥ ପାନ କରି ମାଁ ଓ ଦୁଇ ପୁଅ ମୃତ
ଆଜିର ଖବର

ବିଷାକ୍ତ ପଦାର୍ଥ ପାନ କରି ମାଁ ଓ ଦୁଇ ପୁଅ ମୃତ

April 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଗଞ୍ଜାମ ଥାନା ଅର୍ନ୍ତଗତ ପାଲିବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଭଳି ଘଟଣା ବିଷ କ୍ରିୟା ଜନିତ ମୃତ୍ୟୁ ଓ ନିଜେ ମାଁ ମାମି ରେଡ଼ି ରାଜେଶ୍ ଓ ମିନା ଦୁଇ ପିଲାକୁ ବିଷ ଦେଲା ପରେ ନିଜେ ବିଷ ପାନ କରି ଆତ୍ମହତ୍ୟା କରିଥିବା ଗାଁ ଲୋକଙ୍କଠାରୁ ଶୁଣିବାକୁ ମିଳୁଛି।

ଖବର ପାଇ ଗଞ୍ଜାମ ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛି।

ଆତ୍ମହତ୍ୟା ଗଞ୍ଜାମ ଥାନା ବିଷ ପାନ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026

ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

October 3, 2026
Latest News

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026

ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.