Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡେନ୍‌ମାର୍କର ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନରେ କାହିଁକି କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ଡେନ୍‌ମାର୍କର ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନରେ କାହିଁକି କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

April 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
modi

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡରିକ୍ସନ ଆଜି ଟେଲିଫୋନରେ କଥା ହୋଇଛନ୍ତି । ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ସମେତ ବିଶ୍ୱସ୍ତରୀୟ ବିକାଶର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି ।

ଉଭୟ ନେତା ୨୦୨୦ ମସିହାରେ ସବୁଜ ରଣନୈତିକ ସହଭାଗୀତା ଆରମ୍ଭ ହେବା ପରଠାରୁ ଉଭୟ ଦେଶ ମଧ୍ୟରେ ଉଚ୍ଚସ୍ତରୀୟ ଆଦାନପ୍ରଦାନକୁ ମନେ ପକାଇଥିଲେ । ଏହି ଅବସରରେ ଦୁଇ ନେତା ବିଭିନ୍ନ କ୍ଷେତ୍ରରେ ସବୁଜ ରଣନୈତିକ ସହଭାଗୀତାର ସମ୍ପ୍ରସାରଣ କରିବାକୁ ସହମତ ହୋଇଥିଲେ। ଏହା ଭାରତରେ ଡେନମାର୍କର ନିବେଶ ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି କରିଛି, ଯାହାଦ୍ୱାରା ସବୁଜ ପରିବର୍ତ୍ତନରେ ଯୋଗଦାନ ଦିଆଯାଇପାରିବ । ଦୁଇ ନେତା ପାରସ୍ପରିକ ସ୍ୱାର୍ଥର ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ସେ ଚଳିତ ବର୍ଷ ଶେଷରେ ନରୱେରେ ଅନୁଷ୍ଠିତ ହେବାକୁ ଥିବା ତୃତୀୟ ଭାରତ-ନାର୍ଡିକ ସମ୍ମିଳନୀ ଏବଂ ସେହି ସମୟରେ ପ୍ରଧାନମନ୍ତ୍ରୀ ଫ୍ରେଡରିକ୍ସନଙ୍କ ସହ ସାକ୍ଷାତ ପାଇଁ ଅପେକ୍ଷା କରିଛନ୍ତି ।

Modi narendra modi ଡେନମାର୍କ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.