ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ସଚିବ ରାଜେଶ ବର୍ମାଙ୍କୁ କେନ୍ଦ୍ର କୃଷି ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ୧୯୮୭ ବ୍ୟାଚ୍ ଆଇଏଏସ୍ ରାଜେଶ ବର୍ମାଙ୍କ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ୨୦୧୭ ଜାନୁଆରୀ ମାସରେ ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଙଥିବା ପରେ ଅତିରିକ୍ତି ସଚିବ ପାହ୍ୟାକୁ ପଦୋନ୍ନତି ପାଇଥିଲେ । ତେବେ ତାଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ପଦରେ କିଏ ଅବସ୍ଥାପିତ ହେବେ ତା’କୁ ନେଇ ଏବେ ଚର୍ଚ୍ଚା ଚାଲିଛି ।
Tags: