Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟ ଟ୍ରାଫିକ ପୋଲିସରେ ୨ ହଜାର ନୂତନ ପଦବୀ ସୃଷ୍ଟି, ଖୁବ ଶିଘ୍ର ନିଯୁକ୍ତି, ମୁଖ୍ୟମନ୍ତ୍ରୀ କଲେ ଅନୁମୋଦନ
ଜାତୀୟ ଖବର

ରାଜ୍ୟ ଟ୍ରାଫିକ ପୋଲିସରେ ୨ ହଜାର ନୂତନ ପଦବୀ ସୃଷ୍ଟି, ଖୁବ ଶିଘ୍ର ନିଯୁକ୍ତି, ମୁଖ୍ୟମନ୍ତ୍ରୀ କଲେ ଅନୁମୋଦନ

April 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ ଟି ନୂତନ ପଦବୀ ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍‌ରେ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି।

ରାଜ୍ୟ ସ୍ତରୀୟ ସେଟ-ଅପ୍‌ରେ ନିମ୍ନଲିଖିତ ଭାବେ ପଦବୀ ସୃଷ୍ଟି କରାଯାଇଛି।

ADGP/IGP ଗୋଟିଏ ପଦବୀ, DIG (ପୋଲିସ) ଗୋଟିଏ ପଦବୀ, SP ୨ ଟି ପଦବୀ, DSP ୪ ଟି, Inspector ୬ ଟି, SI ୮ ଟି, ASI ୮ ଟି, କନେଷ୍ଟବଲ ୨୨ ଟି, ଡ୍ରାଇଭର ୧୦ ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବୀ ସୃଷ୍ଟି ହୋଇଛି। ସମୁଦାୟ ୭୦ଟି ପଦବୀ ସୃଷ୍ଟି ହୋଇଛି।

ଜିଲ୍ଲାସ୍ତରୀୟ ସେଟ-ଅପ୍‌ରେ ନିମ୍ନଲିଖିତ ଭାବେ ପଦବୀ ସୃଷ୍ଟି କରାଯାଇଛି

ଡି.ଏସ୍‍.ପି. ୫ଟି ପଦବୀ, ଇନ୍‍ସପେକ୍ଟର ୪୧ଟି ପଦବୀ, ସବ୍‍- ଇନ୍‍ସପେକ୍ଟର ୮୩ ଟି ପଦବୀ, ଏ.ଏସ୍‍.ଆଇ. ୮୩ଟି ପଦବୀ, ହାବିଲ୍‍ଦାର ୩୧୦ ଓ କନଷ୍ଟେବଲ ପାଇଁ ୧୪୦୮ଟି ପଦବୀ ସୃଷ୍ଟି କରାଯାଇଛି। ସମୁଦାୟ ୧୯୩୦ ଟି ପଦବୀ ସୃଷ୍ଟି ହୋଇଛି।

ଏହାଦ୍ୱାରା ରାଜ୍ୟର ଟ୍ରାଫିକ୍ ବ୍ୟବସ୍ଥା ସୁଦୃଢ଼ ହେବ ଏବଂ ସଡକ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଅନୁକରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ହେପାଜତ ସମୟଠାରୁ ଆରମ୍ଭ ହେବ ୨୪ ଘଣ୍ଟା ଗଣନା

November 5, 2026

New Hospital in Bhubaneswar: କିଡନୀ ଓ ୟୁରୋଲୋଜି ଚିକିତ୍ସା ପାଇଁ ଖୋଲିଲା AINU ହସପିଟାଲ

November 5, 2026

କେଉଁଟା ଶ୍ରେଷ୍ଠ ODI ଇନିଂସ?: ଜନ୍ମଦିନରେ ଖୁଲାସା କଲେ ବିରାଟ କୋହଲି

November 5, 2026

ଧନତେରସ ପୂର୍ବରୁ ମହଙ୍ଗା ହେଲା ସୁନା: ୯ ହଜାର ବଢ଼ିଲା ରୁପା

November 5, 2026
Latest News

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ହେପାଜତ ସମୟଠାରୁ ଆରମ୍ଭ ହେବ ୨୪ ଘଣ୍ଟା ଗଣନା

November 5, 2026

New Hospital in Bhubaneswar: କିଡନୀ ଓ ୟୁରୋଲୋଜି ଚିକିତ୍ସା ପାଇଁ ଖୋଲିଲା AINU ହସପିଟାଲ

November 5, 2026

କେଉଁଟା ଶ୍ରେଷ୍ଠ ODI ଇନିଂସ?: ଜନ୍ମଦିନରେ ଖୁଲାସା କଲେ ବିରାଟ କୋହଲି

November 5, 2026

ଧନତେରସ ପୂର୍ବରୁ ମହଙ୍ଗା ହେଲା ସୁନା: ୯ ହଜାର ବଢ଼ିଲା ରୁପା

November 5, 2026

IAS Reshuffle in Odisha: ଆଇଏଏସ ସ୍ତରରେ ଅଦଳବଦଳ, ବିଷ୍ଣୁପଦ ସେଠୀ ପୁଣି ଓଏଏସଡି ଭାବେ ନିଯୁକ୍ତ

November 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.