Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ୧୦୩.୯ ଲିଟର ଦେଶୀ, ବିଦେଶୀ ମଦ ଓ ୧୧ କେଜି ଭାଙ୍ଗ ଜବତ, ୨ ଗିରଫ
ଆଞ୍ଚଳିକ

ବାଲୁଗାଁ: ୧୦୩.୯ ଲିଟର ଦେଶୀ, ବିଦେଶୀ ମଦ ଓ ୧୧ କେଜି ଭାଙ୍ଗ ଜବତ, ୨ ଗିରଫ

April 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ବାଲୁଗାଁ ଅବକାରୀ ବିଭାଗ ପକ୍ଷରୁ ଚିଲିକା ବ୍ଲକ ଅନ୍ତର୍ଗତ ଜରିପଡା ଓ ସୋରଣ ମାନସିଂହପୁର ଅଞ୍ଚଳରେ ଚଢ଼ାଉ କରି ୧୦୩.୯ ଲିଟର ଦେଶୀ, ବିଦେଶୀ ମଦ ଓ ୧୧ କେଜି ଭାଙ୍ଗ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ଜରିପଡା ଦଧିବାମନପୁର ସାହିର ବସନ୍ତ ସ୍ୱାଇଁଙ୍କ (୫୪) ନିକଟରୁ ୧୧ କେଜି ଭାଙ୍ଗ ଜବତ କରିଥିବା ବେଳେ ସୋରଣ ମାନସିଂହପୁର ଗୋପବନ୍ଧୁ ସାହିର ମାଗୁଣି ବେହେରାଙ୍କ (୬୦) ନିକଟରୁ ୧୦୩.୯ ଲିଟର ଦେଶୀ ଓ ବିଦେଶୀ ମଦ ଜବତ କରିଛି ଅବକାରୀ ବିଭାଗ।

ଏହି ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲି ଓ ଅବକାରୀ ଫ୍ଲାଇଙ୍ଗ ସ୍କ୍ୱାଡ଼ଙ୍କ ସମେତ ଏସଆଇ ସୁନିତା ମହାରଣା, ସଞ୍ଜୟ କୁମାର ସୁବୁଦ୍ଧି, କନେଷ୍ଟବଳ ଅଶେଷ ପ୍ରଧାନ, ରଞ୍ଜିତ ପଟେଲ ପ୍ରମୁଖ ସାମିଲ ଥିଲେ। ଗିରଫ ଅଭିଯୁକ୍ତ ଦ୍ୱୟଙ୍କ ବିରୁଦ୍ଧରେ ୧୩/୨୫-୨୬ ଓ ୧୪/୨୫-୨୬ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି।

ବାଲୁଗାଁ ବାଲୁଗାଁ ଅବକାରୀ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ

July 4, 2026

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ: ୨୩ ଲସ୍କର ସଦସ୍ୟଙ୍କୁ ଆତଙ୍କବାଦୀ ଘୋଷଣା କଲେ ସରକାର

July 4, 2026

କମଲୁର ଏବଂ ଭାଂସି ଷ୍ଟେସନ ମଧ୍ୟରେ ରେଳ ଲାଇନର ନିରୀକ୍ଷଣ କଲେ ରେଳ ସୁରକ୍ଷା କମିଶନର

July 4, 2026

ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ

July 4, 2026

ଓଡ଼ିଶାରେ ଐତିହାସିକ ଜାପାନୀ ପୁଞ୍ଜିନିବେଶ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

July 4, 2026

ଲଘୁଚାପ ସକ୍ରିୟ : ପାଞ୍ଚଦିନ ବର୍ଷିବ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.