Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଏନଏସଏସ ସମ୍ବନ୍ଧରେ ବାଣପୁରରେ ଆଇନ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବିଏନଏସଏସ ସମ୍ବନ୍ଧରେ ବାଣପୁରରେ ଆଇନ ସଚେତନତା କାର୍ଯ୍ୟକ୍ରମ

April 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଏନଏସି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ-୧ ପରିସରରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏନଏସଏସ) ସମ୍ବନ୍ଧରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବାଣପୁର ଓକିଲ ସଂଘ ସମ୍ପାଦକ ଜଗଦିଶ ପଟ୍ଟନାୟକ, ଫ୍ରଣ୍ଟ ଅଫିସ ରିଟେନର ଦେବୀପ୍ରସାଦ ସାମନ୍ତରାୟ, ବିଦ୍ୟାଳୟ ଶିକ୍ଷୟିତ୍ରୀ ଏବଂ ଅନ୍ୟ ଓକିଲ ଯୋଗଦେଇଥିଲେ।

ଏହି ଅବସରରେ ଉପସ୍ଥିତ ଅତିଥିମାନେ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ବିଭିନ୍ନ ଧାରା, ଉପଧାରା, ଏତଲା, ଜାମିନ,ସମନ, ୱାରେଣ୍ଟ, ଆଇନଗତ ପରାମର୍ଶ, ସାହାଯ୍ୟ, ଅପିଲ ବିଷୟରେ ଆଲୋଚନା କରିଥିଲେ। ଅନୁରୂପ ଭାବେ ବିଚାରପତି ଶ୍ରୀ ମହାପାତ୍ର ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ବିଏନଏସଏସ ରେ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଆଇନ ସେବା ସମ୍ବନ୍ଧରେ ସଚେତନ କରାଇଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଯୋଗଦେଲେ ନୂତନ ବିଡ଼ିଓ

August 4, 2025

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

August 2, 2025

ବାଣପୁର: କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯ୍ୟାତନା ଅଧିନିୟମ ସମ୍ବନ୍ଧୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

July 31, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଓ ଦାୟିତ୍ଵ ଗ୍ରହଣ ଉତ୍ସବ

July 31, 2025
Latest News

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025

ବାଣପୁର ବ୍ଲକରେ ଯୋଗଦେଲେ ନୂତନ ବିଡ଼ିଓ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.