Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ: ଆର୍ଥିକ ସହାୟତା ଘୋଷଣା
ଆଜିର ଖବର

କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ: ଆର୍ଥିକ ସହାୟତା ଘୋଷଣା

April 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ କୁହାଯାଇଛି:

“ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ଦୁଃଖିତ। ନିକଟ ସମ୍ପର୍କୀୟଙ୍କୁ ଯେଉଁମାନେ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପ୍ରଭାବିତଙ୍କୁ ସ୍ଥାନୀୟ ପ୍ରଶାସନ ସହାୟତା କରୁଛି। ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ।

narendramodi ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ଲୋକଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ଲକ୍ଷ୍ୟ: ଆଇନ ମନ୍ତ୍ରୀଙ୍କ ଫୋକସରେ କୃଷି ଓ ଉଦ୍ୟାନ କୃଷି

August 29, 2026

200 କିମି ରେଞ୍ଜର ସ୍କୁଟର ଲଞ୍ଚ କଲା Ather: ଜାଣନ୍ତୁ ମୂଲ୍ୟ କେତେ?

August 29, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା!: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପୋଲିସର କାର୍ଯ୍ୟାନୁଷ୍ଠାନ

August 29, 2026

“ପ୍ରଥମେ ଜାତି ବ୍ୟବସ୍ଥା ସମାପ୍ତ କର, ତା’ପରେ ସଂରକ୍ଷଣ…”: ରାମଦାସ ଅଠାୱଲେଙ୍କ ବଡ଼ ବୟାନ

August 29, 2026
Latest News

ଡିଜିପି-ଆଇଜିପି ସମ୍ମିଳନୀ: ଭବିଷ୍ୟତର ‘ସ୍ମାର୍ଟ ପୋଲିସିଂ’ ବ୍ଲୁ-ପ୍ରିଣ୍ଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

August 29, 2026

ଚିଲିକା ଲୋକଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ଲକ୍ଷ୍ୟ: ଆଇନ ମନ୍ତ୍ରୀଙ୍କ ଫୋକସରେ କୃଷି ଓ ଉଦ୍ୟାନ କୃଷି

August 29, 2026

200 କିମି ରେଞ୍ଜର ସ୍କୁଟର ଲଞ୍ଚ କଲା Ather: ଜାଣନ୍ତୁ ମୂଲ୍ୟ କେତେ?

August 29, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା!: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପୋଲିସର କାର୍ଯ୍ୟାନୁଷ୍ଠାନ

August 29, 2026

ଅଗଷ୍ଟ ୩୧ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.