Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟାଳୟରେ ବୋମା ବିସ୍ଫୋରଣ ଘଟଣା : ତଦନ୍ତର ନିର୍ଦ୍ଦେଶ ଦେଲେ ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ବିଦ୍ୟାଳୟରେ ବୋମା ବିସ୍ଫୋରଣ ଘଟଣା : ତଦନ୍ତର ନିର୍ଦ୍ଦେଶ ଦେଲେ ଗଣଶିକ୍ଷା ମନ୍ତ୍ରୀ

July 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ ଜିଲ୍ଲା ଆସିକା ଅଂଚଳର ମାଗୁରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୋମା ବିସ୍ଫୋରଣ ଘଟଣାରେ ତଦନ୍ତ କରିବାକୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିର୍ଦ୍ଦେଶ ଦେଇଛନ୍ତି । ମାଗୁରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୋମା ବିସ୍ଫୋରଣ ଘଟି ୨ଜଣ ଛାତ୍ର ଗୁରୁତର ଘଟଣାରେ ତଦନ୍ତ ପାଇଁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହେ ଭିତରେ ଅନୁସନ୍ଧାନ କରି ରିପୋର୍ଟ ଦେବାକୁ ଡିଇଓଙ୍କୁ ନିର୍ଦ୍ଦେଶ। ଅଧିକାଂଶ ସ୍କୁଲର ପାଚେରୀ ନଥିବାର ଅସ୍ବାଭାବିକ ସ୍ଥିତି ସୃଷ୍ଟି ହେଉଛି। ଏଭଳି ଘଟଣା ରୋକିବାକୁ ପଦକ୍ଷେପ ନିଆଯିବ ବୋଲି ସମୀର ଦାଶ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କବି ତଥା ବିଜେପି ନେତା ଶଙ୍କର ପରିଡାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମନ୍ତ୍ରୀ ହରିଚନ୍ଦନ

November 9, 2025

କବି ଶଙ୍କର ପରିଡ଼ାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି, ‘ସଂଗଠନ ଓ ସାହିତ୍ୟ କ୍ଷେତ୍ରରେ ନେତୃତ୍ୱ ପାଇଁ ସ୍ମରଣୀୟ ରହିବେ’

November 9, 2025

ହଂକଂ ସିକ୍ସେସ୍ ୨୦୨୫: ଚାମ୍ପିଅନ ହେଲା ପାକିସ୍ତାନ, ଜାଣନ୍ତୁ ଟୁର୍ଣ୍ଣାମେଣ୍ଟରେ ଭାରତର ସ୍ଥିତି 

November 9, 2025

ନୂଆପଡା ମତଦାନର ଗୋଟିଏ ଦିନ ପୂର୍ବରୁ ଆଉ ଜଣେ ବିଜେଡି ନେତାଙ୍କ ଘରେ ଆଇଟି ରେଡ୍

November 9, 2025
Latest News

କବି ତଥା ବିଜେପି ନେତା ଶଙ୍କର ପରିଡାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମନ୍ତ୍ରୀ ହରିଚନ୍ଦନ

November 9, 2025

କବି ଶଙ୍କର ପରିଡ଼ାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି, ‘ସଂଗଠନ ଓ ସାହିତ୍ୟ କ୍ଷେତ୍ରରେ ନେତୃତ୍ୱ ପାଇଁ ସ୍ମରଣୀୟ ରହିବେ’

November 9, 2025

ହଂକଂ ସିକ୍ସେସ୍ ୨୦୨୫: ଚାମ୍ପିଅନ ହେଲା ପାକିସ୍ତାନ, ଜାଣନ୍ତୁ ଟୁର୍ଣ୍ଣାମେଣ୍ଟରେ ଭାରତର ସ୍ଥିତି 

November 9, 2025

ବାଲୁଗାଁରେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ଯୁବ ସମ୍ମିଳନୀ ଅନୁଷ୍ଠିତ

November 9, 2025

ନୂଆପଡା ମତଦାନର ଗୋଟିଏ ଦିନ ପୂର୍ବରୁ ଆଉ ଜଣେ ବିଜେଡି ନେତାଙ୍କ ଘରେ ଆଇଟି ରେଡ୍

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.