Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀଙ୍କ ବିରୋଧରେ ଭାରତର କାର୍ଯ୍ୟାନୁଷ୍ଠାନ!, ଦେଉଥିଲେ ପରମାଣୁ ବୋମା ଧମକ
ଆଜିର ଖବର

ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀଙ୍କ ବିରୋଧରେ ଭାରତର କାର୍ଯ୍ୟାନୁଷ୍ଠାନ!, ଦେଉଥିଲେ ପରମାଣୁ ବୋମା ଧମକ

April 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ
'ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା': ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ଏପ୍ରିଲ ୨୨ ତାରିଖରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା କ୍ରମାଗତ ଭାବେ ବୃଦ୍ଧି ପାଉଛି। ସେପଟେ ଭାରତ ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ସରକାର ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ୍ସ ଆକାଉଣ୍ଟ (ପୂର୍ବ ଟ୍ୱିଟର) ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।

ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫ ପୂର୍ବରୁ କହିଥିଲେ ଯେ, ପାକିସ୍ତାନ ହାଇ ଆଲର୍ଟ ଏବଂ ଏହାର ସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏଥିସହ ଚେତାବନୀ ଦେଇଥିଲେ ଯେ, ଯଦି ପାକିସ୍ତାନର ଅସ୍ତିତ୍ଵ ପ୍ରତି ସିଧାସଳଖ ବିପଦ ଆସେ, ତେବେ ଆଣବିକ ଅସ୍ତ୍ର ବ୍ୟବହାର କରାଯାଇପାରେ। ତାଙ୍କ ବିବୃତ୍ତି ପରେ ଭାରତ ସରକାର ଏହି ପଦକ୍ଷେପ ନେଇଛନ୍ତି।

ପହଲଗାମ ଆକ୍ରମଣ ପରେ ଭାରତ କ୍ରମାଗତ ଭାବେ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଭାରତ ସରକାର ପୂର୍ବରୁ ଅନେକ ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଗୃହ ମନ୍ତ୍ରଣାଳୟର ସୁପାରିଶ କ୍ରମେ ଅନେକ ୟୁଟ୍ୟୁବ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ଚ୍ୟାନେଲଗୁଡ଼ିକ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ, ଏହାର ସେନା ଏବଂ ସୁରକ୍ଷା ଏଜେନ୍ସି ବିରୁଦ୍ଧରେ ଉତ୍ତେଜିତ, ମିଥ୍ୟା ଏବଂ ବିଭ୍ରାନ୍ତିକର ସୂଚନା ପ୍ରସାର କରୁଥିଲେ। ସରକାର କହିଛନ୍ତି ଯେ, ଏହି ଚ୍ୟାନେଲଗୁଡିକ ଦେଶର ଶାନ୍ତି ଏବଂ ଏକତାକୁ କ୍ଷତି ପହଞ୍ଚାଇପାରେ।

Breaking News pahalagam pakistan terrorist attack
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 17, 2026

ବଦଳୁଛି ପଶ୍ଚିମ ଏସିଆର ପରିସ୍ଥିତି: ଖଣି ଓ ଶିଳ୍ପ ଆବଶ୍ୟକତା ପୁରଣ କରିବାକୁ ଗୁରୁତ୍ୱ

April 17, 2026

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026
Latest News

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 17, 2026

ବଦଳୁଛି ପଶ୍ଚିମ ଏସିଆର ପରିସ୍ଥିତି: ଖଣି ଓ ଶିଳ୍ପ ଆବଶ୍ୟକତା ପୁରଣ କରିବାକୁ ଗୁରୁତ୍ୱ

April 17, 2026

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.