Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଙ୍କୁଶପୁର ମୁଖ୍ୟ ରାସ୍ତାରେ ଦୁର୍ଘଟଣା, ସ୍ବାମୀ ମୃତ, ସ୍ତ୍ରୀ ଓ ପୁଅ ଗୁରୁତର
ଆଜିର ଖବର

ଅଙ୍କୁଶପୁର ମୁଖ୍ୟ ରାସ୍ତାରେ ଦୁର୍ଘଟଣା, ସ୍ବାମୀ ମୃତ, ସ୍ତ୍ରୀ ଓ ପୁଅ ଗୁରୁତର

April 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତକାଲି ବିଳମ୍ବିତ ରାତିରେ ସଦର ଥାନା ଅର୍ନ୍ତଗତ ଅଙ୍କୁଶପୁର ମୁଖ୍ୟ ରାସ୍ତାରେ ଦୁର୍ଘଟଣା ଘଟି ଅଙ୍କୁଶପୁର ଗ୍ରାମର ଭଗବାନ ପାଣିଗ୍ରାହୀ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏହାସହିତ ସ୍ତ୍ରୀ ଓ ପୁଅ ଦୁହେଁ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକତ୍ସିତ ହେଉଛନ୍ତି।

ସୁଚନା ଅନୁଯାୟୀ ମୃତ ଭଗବାନ ଗତକାଲି ବିଳମ୍ବିତ ରାତିରେ ସ୍ତ୍ରୀ ଓ ପୁଅ ସହ ବ୍ରହ୍ମପୁର ବୁଢ଼ୀ ଠାକୁରାଣୀ ଯାତ୍ରା ଦେଖି ନିଜ ଗ୍ରାମ ଅଙ୍କୁଶପୁର ଫେରୁଥିବା ବେଳେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଗୁରୁତର ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ବେଳେ ଆଜି ସକାଳୁ ସ୍ଥାନୀୟ ଲୋକ ଦେଖି ଘର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ୩ ଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭଗବାନ ଙ୍କର ମୃତ୍ୟୁ ଘଟିଥିଲା ବେଳେ ସ୍ତ୍ରୀ ମାନସି ଓ ପୁଅ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

ଖବର ପାଇ ସଦର ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ମୋଟରସାଇକେଲକୁ ଜବତ କରିବା ସହ ଡାକ୍ତରଖାନାରେ ପହଞ୍ଚି ମୃତ ଭଗବାନଙ୍କ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।

ବ୍ରହ୍ମପୁର ସଦର ଥାନା ସ୍ତ୍ରୀ ଓ ପୁଅ ଗୁରୁତର ସ୍ବାମୀ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025
Latest News

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.