Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସବୁ ବୁଥ୍‌ରେ ହୋଇଛି ହେରଫେର, ପ୍ରିଜାଇଡିଂ ଅଫିସର ସମ୍ପୃକ୍ତ : ଲେଖାଶ୍ରୀ ସାମନ୍ତସିଂହାର
ଆଜିର ଖବର

ସବୁ ବୁଥ୍‌ରେ ହୋଇଛି ହେରଫେର, ପ୍ରିଜାଇଡିଂ ଅଫିସର ସମ୍ପୃକ୍ତ : ଲେଖାଶ୍ରୀ ସାମନ୍ତସିଂହାର

July 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ନିର୍ବାଚନ ସରିଯାଇଥିବାବେଳେ ଏନେଇ ବିଜେପି ଏକ ପ୍ରେସ୍‌ମିଟ୍‌ କରି ବୁଥ୍‌ରେ ହେରଫେର ହୋଇଥିବାର ଅଭିଯୋଗ ଆଣିଛି । ବିଜେପିର ଲେଖାଶ୍ରୀ ସାମନ୍ତ ସିଂହାର ଏନେଇ ଶାସକ ଦଳ ଉପରେ ବର୍ଷିଛନ୍ତି । ସବୁ ବୁଥ୍‌ରେ ହେରଫେର ହୋଇଥିବାବେଳେ ଏଥିରେ ପ୍ରିଜାଇଡିଂ ଅଫିସର୍‌ ସମ୍ପୃକ୍ତ ରହିଛନ୍ତି ବୋଲି ଅଭିଯୋଗ କରିଛନ୍ତି । ପ୍ରିଜାଇଡିଂ ଅଫିସରଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି କହିଛନ୍ତି ଲେଖାଶ୍ରୀ । ସେହିପରି ଏହି ଘଟଣାର ଇସିଆଇ ତଦନ୍ତ କରନ୍ତୁ । ଏଥିପାଇଁ ବିଜେପି ସିଇଓଙ୍କ ନିକଟରେ ଫେରାଦ ହେବ ବୋଲି ଲେଖାଶ୍ରୀ କହିଛନ୍ତି । ପାଟକୁରାରେ ବିଜୟ ମହାପାତ୍ରଙ୍କର ବିଜୟ ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ଲେଖାଶ୍ରୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025

ମୋଟରସାଇକେଲ ଧକ୍କାରେ ବୃଦ୍ଧ ଓ ଚାଳକର ମୃତ୍ୟୁ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.