Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକିସ୍ଥାନୀ ପତାକା ଏବଂ ସେ ସଂପର୍କିତ ଜିନିଷ ନ ବିକିବାକୁ ଅନଲାଇନ କଂପାନୀଗୁଡିକୁ ନୋଟିସ
ଆଜିର ଖବର

ପାକିସ୍ଥାନୀ ପତାକା ଏବଂ ସେ ସଂପର୍କିତ ଜିନିଷ ନ ବିକିବାକୁ ଅନଲାଇନ କଂପାନୀଗୁଡିକୁ ନୋଟିସ

May 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାକିସ୍ଥାନୀ ପତାକା ଏବଂ ସେ ସଂପର୍କିତ ଜିନିଷ ନ ବିକିବାକୁ ଅନଲାଇନ କଂପାନୀଗୁଡିକୁ ନୋଟିସ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ ପାକିସ୍ତାନୀ ପତାକା ଏବଂ ସେ ସମ୍ପର୍କିତ ସାମଗ୍ରୀ ବିକ୍ରୟ ଉପରେ ଆମାଜନ ଇଣ୍ଡିଆ, ଫ୍ଲିପ କାର୍ଟ, ୟୁବାଏ ଇଣ୍ଡିଆ, ଇଟିସେ, ଫ୍ଲାଗ କଂପାନୀ ଏବଂ ଫ୍ଲାଗ ନିଗମକୁ ନୋଟିସ ଜାରୀ କରିଛି। ଏହି ସାମଗ୍ରୀ ବିକ୍ରି ନ କରିବା ପାଇଁ ବିଭାଗ ତରଫରୁ ନୋଟିସ ଜାରୀ କରାଯାଇଛି।

The CCPA has issued notices to @amazonIN, @Flipkart, @UbuyIndia, @Etsy, The Flag Company and The Flag Corporation over the sale of Pakistani flags and related merchandise. Such insensitivity will not be tolerated.
E-commerce platforms are hereby directed to immediately remove all… pic.twitter.com/03Q4FOxwCX

— Pralhad Joshi (@JoshiPralhad) May 14, 2025

ଏକ ସୋସିଆଲ ମିଡିଆ ପୋଷ୍ଟରେ, କେନ୍ଦ୍ର ଗ୍ରାହକ ବ୍ୟାପାର ମନ୍ତ୍ରୀ ପ୍ରହଲାଦ ଜୋଶୀ କହିଛନ୍ତି, ଏପରି ସମ୍ବେଦନଶୀଳତାକୁ ବରଦାସ୍ତ କରାଯିବ ନାହିଁ। ସେ କହିଛନ୍ତି, ଇ-କମର୍ସ ପ୍ଲାଟଫର୍ମଗୁଡ଼ିକୁ ଏପରି ସମସ୍ତ ବସ୍ତୁକୁ ତୁରନ୍ତ ହଟାଇବାକୁ ଏବଂ ଜାତୀୟ ଆଇନ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

amazon E commerce flipkart
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026
Latest News

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.