Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ସାତଟି ସ୍ଥାନରେ ହେବ ପ୍ରବଳ ବର୍ଷା ସହିତ କାଳ ବୈଶାଖୀ, ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ
ଆଜିର ଖବର

ଆଜି ସାତଟି ସ୍ଥାନରେ ହେବ ପ୍ରବଳ ବର୍ଷା ସହିତ କାଳ ବୈଶାଖୀ, ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ

May 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
LowPRESSURE
ଆସୁଛି ଆଉ ଏକ ଲଘୁଚାପ: ଅରେଞ୍ଜ ୱାର୍ଣ୍ଣିଂ ଜାରି

ସମୀକ୍ଷା ବ୍ୟୁରୋ: ରାଜ୍ୟରେ ଆସନ୍ତା ୨ ରୁ ୩ ଘଣ୍ଟାରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ପ୍ରଦାନ କରିଛି। ବିଭାଗ ୭ଟି ସହରକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି । ସେହି ସହରଗୁଡିକ ହେଲା କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ, ଜୟପୁର, ବାଲେଶ୍ବର, ଗଞ୍ଜାମ। ରାଜ୍ୟର ୧୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି।

ଏସବୁ ଜିଲ୍ଲାକୁ କୁଆପଥର ମାଡ ସହ କାଳବୈଶାଖୀ ବର୍ଷା ହୋଇପାରେ । ଏହା ସହ ଘଣ୍ଟାକୁ ୬୦ରୁ ୭୦ କିମି ବେଗରେ ପବନ ବହିବା ନେଇ ସୂଚନା ରହିଛି ।  ଅନ୍ୟପଟେ ବଜ୍ରପାତରେ ୩ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରରେ ବଜ୍ରପାତ ନେଇଛି ଜୀବନ । ଆଈ ,ନାତୁଣୀଙ୍କ ସହ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ବୃଦ୍ଧ ଗୁରୁତର ହୋଇଥିବା ଜଣାପଡଛି ।

କାଳ ବୈଶାଖୀ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି

August 19, 2025

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ରାଜଧାନୀ ଏକ୍ସପ୍ରେସ୍ ଏବଂ ଭଦ୍ରକ ରେଳ ଷ୍ଟେସନ୍ ଯାଞ୍ଚ

August 19, 2025

ଘୋଷଣା ହେଲା NEET PG 2025 ଫଳାଫଳ, କେବେ କରିବେ ସ୍କୋରକାର୍ଡ ଡାଉନଲୋଡ୍?

August 19, 2025

ଡ଼କାୟତି ଯୋଜନା ବେଳେ ପୋଲିସର ଅତର୍କିତ ଚଢ଼ାଉ, ମାରଣାସ୍ତ୍ର ସହିତ ପାଞ୍ଚ ଗିରଫ

August 19, 2025
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି

August 19, 2025

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ରାଜଧାନୀ ଏକ୍ସପ୍ରେସ୍ ଏବଂ ଭଦ୍ରକ ରେଳ ଷ୍ଟେସନ୍ ଯାଞ୍ଚ

August 19, 2025

ଘୋଷଣା ହେଲା NEET PG 2025 ଫଳାଫଳ, କେବେ କରିବେ ସ୍କୋରକାର୍ଡ ଡାଉନଲୋଡ୍?

August 19, 2025

ଡ଼କାୟତି ଯୋଜନା ବେଳେ ପୋଲିସର ଅତର୍କିତ ଚଢ଼ାଉ, ମାରଣାସ୍ତ୍ର ସହିତ ପାଞ୍ଚ ଗିରଫ

August 19, 2025

ନିର୍ବାଚନ ତଥ୍ୟ ଦେଇଥିବା CSDS ନିର୍ଦ୍ଦେଶକ ମାଗିଲେ କ୍ଷମା: ରାହୁଲ ଗାନ୍ଧୀଙ୍କୁ ବିଜେପି ର ଟାର୍ଗେଟ

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.