Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଶ୍ରୟ ଗୃହ ନିର୍ଯାତନା ମାମଲା : କଳାହାଣ୍ଡି ପୋଲିସ୍‌ ପକ୍ଷରୁ ମାମଲା ରୁଜୁ
ଆଜିର ଖବର

ଆଶ୍ରୟ ଗୃହ ନିର୍ଯାତନା ମାମଲା : କଳାହାଣ୍ଡି ପୋଲିସ୍‌ ପକ୍ଷରୁ ମାମଲା ରୁଜୁ

July 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି ଜିଲ୍ଲା ଭବାନୀପଟଣା ଆଶ୍ରୟ ଗୃହରେ ଛାତ୍ରୀ ନିର୍ଯାତନା ଘଟଣାରେ ଆଜି ସିଡବ୍ଲୁସି ଭବାନୀପାଟଣା ଥାନାରେ ଏତଲା ଦେଇଛନ୍ତି । ଗତକାଲି ଯୌନ ନିର୍ଯାତନା ହୋଇଥିବା ନେଇ ସିଡବ୍ଲ୍ୟୁସି ନିଜ ରିପୋର୍ଟରେ ଦର୍ଶାଇଥିଲେ । ପୀଡ଼ିତାଙ୍କୁ ଯୌନ ନିର୍ଯାତନା ହୋଇଥିବା ପ୍ରମାଣ ମିଳିଥିବାରୁ ଆଜି ସିଡବ୍ଲୁସି ଭବାନୀପାଟଣା ଥାନାରେ ଏତଲା ଦେଇଛନ୍ତି । ଗତକାଲି ପୀଡିତା ଓ ତାଙ୍କ ମାଆଙ୍କୁ ପଚରାଉଚରା କରିବା ପରେ ସିଡବ୍ଲ୍ୟୁସି ଅଧ୍ୟକ୍ଷ ଯୋଗେଶ୍ୱର ମହାନ୍ତି ମା ଓ ଝିଅଙ୍କୁ ପଚରାଉଚରା କରିଥିଲେ । ଫଳରେ ପୀଡ଼ିତାଙ୍କ ଉପରେ ହୋଇଥିବା ଯୈାନ ନିର୍ଯ୍ୟାତନାର ପ୍ରମାଣ ମିଳିଥିଲା । ଅଭିଯୁକ୍ତକୁ କଠୋର ଦଣ୍ଡବିଧାନ ପାଇଁ ଦାବି କରିଛନ୍ତି ପୀଡିତାଙ୍କ ମାଆ । ଏହି ଘଟଣାରେ ପୂର୍ବରୁ ଆଶ୍ରୟ ଗୃହର ନିର୍ଦ୍ଦେଶକ ସରୋଜ ଦାସଙ୍କୁ ଅଟକ ରଖାଯାଇଛି । ସିଡବ୍ଲୁସ ସେହି ଅନୁଷ୍ଠାନରୁ ସମସ୍ତ ଅନ୍ତେବାସୀଙ୍କୁ ସ୍ଥାନାନ୍ତରିତ କରିବେ ବୋଲି ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026

ଆସାମ ବନ୍ୟାରେ ୭୮ ଜଣଙ୍କର ମୃତ୍ୟୁ: ସଙ୍କଟରେ ୩ ଲକ୍ଷ ଲୋକ 

July 30, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026

ଆସାମ ବନ୍ୟାରେ ୭୮ ଜଣଙ୍କର ମୃତ୍ୟୁ: ସଙ୍କଟରେ ୩ ଲକ୍ଷ ଲୋକ 

July 30, 2026

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.