Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଓବାଦ ଦମନ ଦିଗରେ ସଶସ୍ତ୍ର ବଳର ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମାଓବାଦ ଦମନ ଦିଗରେ ସଶସ୍ତ୍ର ବଳର ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

May 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମାଓବାଦ ଦମନ କରିବା ସହ ଆମ ଲୋକମାନଙ୍କ ପାଇଁ ଶାନ୍ତି ଏବଂ ପ୍ରଗତିପୂର୍ଣ୍ଣ ଜୀବନ ସୁନିଶ୍ଚିତ କରିବାର ସରକାରଙ୍କ ପ୍ରତିବଦ୍ଧତାକୁ ପୁନଃଦୋହରାଇବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଶସ୍ତ୍ର ବଳର ପ୍ରୟାସକୁ ପ୍ରଶଂସା କରିଛନ୍ତି।

କେନ୍ଦ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି:

“ଏହି ଉଲ୍ଲେଖନୀୟ ସଫଳତା ପାଇଁ ଆମ ସଶସ୍ତ୍ର ବଳ ଉପରେ ଆମେ ଗର୍ବିତ। ଆମ ସରକାର ମାଓବାଦର ବିପଦକୁ ଦୂର କରିବା ଏବଂ ଆମ ଲୋକଙ୍କ ପାଇଁ ଶାନ୍ତି ତଥା ପ୍ରଗତିପୂର୍ଣ୍ଣ ଜୀବନ ସୁନିଶ୍ଚିତ କରିବା ପାଇଁ ପ୍ରତିବଦ୍ଧ।”

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଫାରୁକ ଅବଦୁଲ୍ଲାଙ୍କ ବୟାନରେ ବିବାଦ: ଆଜାଦଙ୍କ ଜବାବ – ‘ପାକିସ୍ତାନ ହିଁ ଶତ୍ରୁ’

October 25, 2026

ରିଆଲିଟି ଶୋ’ରୁ ବାହାରିବା ପରେ ଅଭିନେତ୍ରୀଙ୍କୁ ରେପ୍ ଓ ହତ୍ୟା ଧମକ

October 25, 2026

ସୁନାବେଡ଼ା ବନଖଣ୍ଡରେ ୨.୬୦ କୋଟି ହଡ଼ପ: ଫେରାର ବରିଷ୍ଠ ସହାୟକ ଗିରଫ

October 25, 2026

Pahlé India Foundation Report: ସ୍ଥାୟୀ ଉତ୍ପାଦନରୁ ରାଜ୍ୟ ମଧ୍ୟରେ ଅଧିକ ମୂଲ୍ୟ ସୃଷ୍ଟି କରିପାରିବ ଓଡିଶା

October 25, 2026
Latest News

ଭୁବନେଶ୍ୱରରେ ବେଧଡ଼କ ଚାଲିଛି ଟ୍ୟାଙ୍କର୍‌ କ୍ଷୀର ବିକ୍ରି

October 25, 2026

ଫାରୁକ ଅବଦୁଲ୍ଲାଙ୍କ ବୟାନରେ ବିବାଦ: ଆଜାଦଙ୍କ ଜବାବ – ‘ପାକିସ୍ତାନ ହିଁ ଶତ୍ରୁ’

October 25, 2026

ରିଆଲିଟି ଶୋ’ରୁ ବାହାରିବା ପରେ ଅଭିନେତ୍ରୀଙ୍କୁ ରେପ୍ ଓ ହତ୍ୟା ଧମକ

October 25, 2026

ସୁନାବେଡ଼ା ବନଖଣ୍ଡରେ ୨.୬୦ କୋଟି ହଡ଼ପ: ଫେରାର ବରିଷ୍ଠ ସହାୟକ ଗିରଫ

October 25, 2026

Pahlé India Foundation Report: ସ୍ଥାୟୀ ଉତ୍ପାଦନରୁ ରାଜ୍ୟ ମଧ୍ୟରେ ଅଧିକ ମୂଲ୍ୟ ସୃଷ୍ଟି କରିପାରିବ ଓଡିଶା

October 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.