Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ଛାମୁଆ ଅନୁଷ୍ଠାନ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ପାଇଁ ମିଳିଲା ନୂଆ ନିଯୁକ୍ତି
ଆଜିର ଖବର

ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ଛାମୁଆ ଅନୁଷ୍ଠାନ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ପାଇଁ ମିଳିଲା ନୂଆ ନିଯୁକ୍ତି

May 24, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କଂଗ୍ରେସ ଦଳର ଛାମୁଆ ସଂଗଠନ ରାଜୀବ ଗାନ୍ଧୀ ପଞ୍ଚାୟିତରାଜ ସଂଗଠନ ଅସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ସଂଗଠନକୁ ସୁଦୃଢ଼ କରିବାର ପ୍ରକ୍ରିୟା ଜାରି ରଖିଛି । ଆଗରୁ ସଂଗଠନ ର ୧୪ ଟି ଜିଲ୍ଲା ପାଇଁ ଆବାହକ ଓ ସହ ଆବାହକ ନିଯୁକ୍ତ ହୋଇଛନ୍ତି । ପ୍ରତି ଜିଲ୍ଲା ପାଇଁ ଜଣେ ପୁରୁଷ ଓ ଜଣେ ମହିଳାଙ୍କୁ ଆବାହକ ଓ ସହ ଆବାହକ ଭାବରେ ନିଯୁକ୍ତି ମିଳିଛି ।

ସଂଗଠନରେ ମହିଳା ସହଭାଗିତା ଓ ସଂପୃକ୍ତିକୁ ବଢ଼ାଇବା ପାଇଁ ପ୍ରତ୍ୟେକଟି ସ୍ତରରେ ମହିଳାମାନଙ୍କୁ ପଦବୀ ଓ ଅଗ୍ରାଧିକାର ଦେବା ପାଇଁ ସଂଗଠନ ଏଭଳି ନିଷ୍ପତ୍ତି କରିଛି । ଆଜି ୪ଟି ଜିଲ୍ଲା ପାଇଁ ଆବାହକ ଓ ସହ ଆବାହକ ନିଯୁକ୍ତି ହୋଇଛନ୍ତି ।

ଭୁବନେଶ୍ୱର ଜିଲ୍ଳା ପାଇଁ ଡକ୍ଟର ଦେବାହୁତି ଆଚାର୍ଯ୍ୟ ଆବାହକ ଓ ଶ୍ରୀ ଉମେଶ ଚନ୍ଦ୍ର ଦାସ ସହ ଆବାହକ ଭାବରେ ନିଯୁକ୍ତ ହୋଇଛନ୍ତି । ସେହିପରି ଭଦ୍ରକ ଜିଲ୍ଳାର ଶ୍ରୀ ସୁଶାନ୍ତ ବାରିକ, ଆବାହକ ଓ ଶ୍ରୀମତୀ ମଞ୍ଜୁଲତା ପଣ୍ଡା ସହ ଆବାହକ, ନୂଆପଡ଼ାର ଶ୍ରୀ ଅମିତ ଆହିର, ଆବାହକ ଓ ଶ୍ରୀମତୀ ହୀରା ନିହାଲ, ବରଗଡ଼ର ଶ୍ରୀ କିଶୋର ସାହୁ ଆବାହକ ଓ ଶ୍ରୀମତୀ ବାସମତି ବଂଚୋର ସହ ଆବାହକ ଭାବରେ ନିଯୁକ୍ତି ପାଇଛନ୍ତି । ଡକ୍ଟର ପ୍ରଦୀପ୍ତ କୁମାର ନନ୍ଦଙ୍କୁ ରାଜ୍ୟ କମିଟିର ସମ୍ପାଦକ ଭାବରେ ନିଯୁକ୍ତ କରି ତାଙ୍କୁ ରାଜ୍ୟ ଅଫିସ ପରିଚାଳନା ଦାୟିତ୍ୱ ଦିଆଯାଇଛି ।

ଚଳିତ ମାସ ଶେଷ ସୁଦ୍ଧା ଅନ୍ୟ ସମସ୍ତ ଜିଲ୍ଲାର ଆବାହକ ଓ ସହ ଆବାହକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ ଏବଂ ଜୁନ ମାସ ଶେଷ ସୁଦ୍ଧା ସମସ୍ତ ବ୍ଲକର ଆବାହକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ ଏବଂ ଜୁନ ମାସ ଶେଷ ସୁଦ୍ଧା ସମସ୍ତ ବ୍ଲକର ଆବାହକ ଓ ସହ ଆବାହକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ ବୋଲି ସଂଗଠନ ର ରାଜ୍ୟ ଅଧ୍ୟକ୍ଷ ଶ୍ରୀ ସୁଦର୍ଶନ ଦାସ ଓ ସାଂଗଠନ୍ଖଳ ସାଧାରଣ ସମ୍ପାଦକ ଶ୍ରୀ ବିଜୟ ପ୍ରଧାନ ଜଣାଇଛନ୍ତି । ସଂକଳ୍ପ, ସମର୍ପଣ ଓ ସଂଘର୍ଷକୁ ଆଧାର କରି ନ୍ୟାୟ ପଥରେ ଚାଲି ସଂଗଠନକୁ ମଜବୁତ କରିବାକୁ ସଂଗଠନର ପ୍ରୟାସ ଜାରି ରହିବ ବୋଲି ଏକ ପ୍ରେସ ବାର୍ତ୍ତାରେ ସଂଗଠନ ପକ୍ଷରୁ କୁହାଯାଇଛି ।

Congress କଂଗ୍ରେସ ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026

ରିପବ୍ଲିକାନ୍ ଶିବିରରେ ଫାଟ? ଟ୍ରମ୍ପଙ୍କ ପାଇଁ ବଢ଼ିଲା ଚ୍ୟାଲେଞ୍ଜ

June 24, 2026
Latest News

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026

ରିପବ୍ଲିକାନ୍ ଶିବିରରେ ଫାଟ? ଟ୍ରମ୍ପଙ୍କ ପାଇଁ ବଢ଼ିଲା ଚ୍ୟାଲେଞ୍ଜ

June 24, 2026

କଳିଙ୍ଗନଗରରେ ବଡ଼ ବିପଦର ସଙ୍କେତ! ଭିସିଆଇ କେମିକାଲସ୍‌ କାରଖାନାରେ ଅଗ୍ନିକାଣ୍ଡ, ପ୍ରଶ୍ନରେ ଶିଳ୍ପାଞ୍ଚଳର ସୁରକ୍ଷା ବ୍ୟବସ୍ଥା

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.