Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
ଅପରାଧ

ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

May 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଧରାକୋଟ ଥାନା ଅର୍ନ୍ତଗତ ପୋଡାପଲି ଗ୍ରାମରେ ସିମାଞ୍ଚଳ ପୋଲେଇ ନାମକ ଜଣେ ଯୁବକର ଶବ ଝୁଲୁଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ମୃତ ଯୁବକର ଘର କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ବାଲିଆସିରା ଓ ରୁଣ ଟଙ୍କା ଆଦାୟ ପାଇଁ ଯାଉଛି ବୋଲି ଘରେ କହି ଆସିଥିଲା। କିନ୍ତୁ ଗତକାଲି ପୋଡାପଲି ଗ୍ରାମର ପଙ୍କଜ ପ୍ରଧାନ ନାମ୍ନୀ ଜଣେ ମହିଳା ସିମାଞ୍ଚଳ ଆତ୍ମହତ୍ୟା କରିଥିବା ପରିବାର ଲୋକଙ୍କୁ ଜଣାଥିଲା ଓ ତା’ର ସାନଭାଇ ବାଲିଆସିରା ଗ୍ରାମରୁ ଆସି ସିମାଞ୍ଚକୁ ଝୁଲୁଥିବା ଅବସ୍ଥାରେ ଦେଖି ପୋଲିସକୁ ଖବର ଜଣାଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଥିଲାବେଳେ ମୃତକର ଭାଇ ସିମାଞ୍ଚଳକୁ ହତ୍ୟା କରି ଝୁଲାଇ ଦିଆଯାଇଛି ବୋଲି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଗ୍ରହଣ କରି ୩/୨୦୨୫ ଅନୁଯାୟୀ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

କବିସୂର୍ଯ୍ୟ ନଗର ଧରାକୋଟ ଥାନା ହତ୍ୟା ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସିପି ରାଧାକୃଷ୍ଣନ, ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ ମୋଦି

August 20, 2025

ବ୍ରଡବ୍ୟାଣ୍ଡ ସଂଯୋଗରେ ମିଳୁଛି 6,000 ଟଙ୍କାର ରିହାତି, ଅନେକ OTT ମାଗଣାରେ ଉପଲବ୍ଧ

August 20, 2025

ଗତ ୧୦ ଦିନ ଧରି ସୁନା ଦରରେ ନିରନ୍ତର ହ୍ରାସ, ଜାଣନ୍ତୁ ଭବିଷ୍ୟତର ଧାରା

August 20, 2025

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025
Latest News

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସିପି ରାଧାକୃଷ୍ଣନ, ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ ମୋଦି

August 20, 2025

ବ୍ରଡବ୍ୟାଣ୍ଡ ସଂଯୋଗରେ ମିଳୁଛି 6,000 ଟଙ୍କାର ରିହାତି, ଅନେକ OTT ମାଗଣାରେ ଉପଲବ୍ଧ

August 20, 2025

ଅପରାଧିକ ମାମଲାରେ ପଦରୁ ହଟିବେ ପିଏମ, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ!: ସଂସଦରେ ଆଗତ ହେବ ୩ ଗୁରୁତ୍ୱପୂର୍ଣ୍ଣ ବିଲ୍

August 20, 2025

ଗତ ୧୦ ଦିନ ଧରି ସୁନା ଦରରେ ନିରନ୍ତର ହ୍ରାସ, ଜାଣନ୍ତୁ ଭବିଷ୍ୟତର ଧାରା

August 20, 2025

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.