Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ରାସ୍ତାରେ ଗାଡି ଯାଞ୍ଚ ଓ ଜରିମାନା ଆଦାୟ କ୍ଷମତା ପୋଲିସକୁ ପ୍ରଦାନ ନେଇ ଆରମ୍ଭ ହେଲା ବିରୋଧ
ରାଜ୍ୟ ଖବର

ରାସ୍ତାରେ ଗାଡି ଯାଞ୍ଚ ଓ ଜରିମାନା ଆଦାୟ କ୍ଷମତା ପୋଲିସକୁ ପ୍ରଦାନ ନେଇ ଆରମ୍ଭ ହେଲା ବିରୋଧ

June 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାସ୍ତାରେ ଗାଡି ଯାଞ୍ଚ ଓ ଜରିମାନା ଆଦାୟ କ୍ଷମତା ପୋଲିସକୁ ପ୍ରଦାନ ନେଇ ଆରମ୍ଭ ହେଲା ବିରୋଧ

ଭୁବନେଶ୍ବର: ଏଣିକି ରାସ୍ତାରେ ଗାଡି ଯାଞ୍ଚ ଏମଭିଆଇ ନୁହେଁ ପୋଲିସ କରିବ। ଏ ନେଇ  ରାଜ୍ୟ ପରିବହନ କମିଶନର ରାଜ୍ୟ ସରକାରଙ୍କୁ ଏକ ଚିଠି ଲେଖିଛନ୍ତି। ପୋଲିସ ପରି ଏମଭିଆଇମାନେ କ୍ଷମତା ପ୍ରାପ୍ତ ହୋଇ ନ ଥିବାରୁ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସେଥିପାଇଁ ରାସ୍ତାରେ ଗାଡି ଯାଞ୍ଚ ଏବଂ ଜରିମାନା ଆଦାୟ କ୍ଷମତା ପୋଲିସକୁ ଦିଆଯାଉ ବୋଲି ଚିଠିରେ ଉଲ୍ଲେଖ ରହିଛି।

ତେବେ ଏହାକୁ ନେଇ ବିଭିନ୍ନ ମହଲରେ ବିରୋଧ ଆରମ୍ଭ ହୋଇଛି। ଓଡିଶା ବସ ମାଲିକ ସଂଘ ଏହି ନିଷ୍ପତିକୁ ନେଇ ବିରୋଧ କରିଛି। ସଂଘ କହିଛି ଯେ, ପୋଲିସ କ୍ଷମତା ଦେଲେ ସେମାନେ ରାସ୍ତାରେ ବାରମ୍ବାର ଗାଡି ଯାଞ୍ଚ କରିବେ। ଫଳରେ ରାସ୍ତାରେ ଅଯଥା ଯାତ୍ରୀମାନେ ହଇରାଣ ହେବେ।

ସେମାନେ ଉଦାହରଣ ଦେଇ କହିଛନ୍ତି ଯେ, ଯଦି ଭୁବନେଶ୍ବରରୁ ବାଲେଶ୍ବରକୁ ଏକ ବସ ଯାତ୍ରା କରୁଛି ବାଟରେ ଦଶଟି ଥାନା ପଡୁଛି। ସବୁ ଥାନା ଯଦି ଯାଞ୍ଚ କରିବେ ତେବେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳରେ କେତେବେଳେ ପହଞ୍ଚିବେ ବୋଲି ପ୍ରଶ୍ନ କରିଛି ସଂଘ। ଯଦି ଟୋଲ ଗେଟରେ ଗାଡିର କାଗଜପତ୍ର ଯାଞ୍ଚ ହୋଇପାରୁଛି ତେବେ ପୋଲିସକୁ କାହିଁକି ଏପରି କ୍ଷମତା ଦିଆଯିବ ବୋଲି ସଂଘ କହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Latest News

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.