Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଶବରୁ ଆଖି ଗାଏବ୍‌ !
ଆଜିର ଖବର

ପୁଣି ଶବରୁ ଆଖି ଗାଏବ୍‌ !

July 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅନୁଗୁଳ ମେଡ଼ିକାଲରୁ ପୁଣି ଶବରୁ ଆଖି ଗାଏବ ହେବାର ଅଭିଯୋଗ ଆସିଛି । ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଜଣେ ବ୍ୟକ୍ତିଙ୍କର ହସ୍ପିଟାଲରେ ଆଖି ତାଡ଼ି ନେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।  ଗତକାଲି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ପରେ ତାଙ୍କ ଶବକୁ ପୋଷ୍ଟମର୍ଟମ ପାଇଁ ଅନୁଗୁଳ ମେଡ଼ିକାଲ ଅଣାଯାଇ ମର୍ଗରେ ରଖାଯାଇଥିଲା । ଆଜି ସକାଳେ ଶବକୁ ପୋର୍ଷ୍ଟମର୍ଟମ ପାଇଁ ନିଆଯିବା ବେଳେ ଶବରୁ ଆଖି ଗାଏବ ଥିବା ଦେଖିବାକୁ ମିଳିଥିଲା । କାଲି ରାତିରେ ମୃତଦେହରୁ ଆଖି ତାଡିନେଇଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଅଭିଯୋଗ ନେଇ ଏଯାଏଁ ଅନୁଗୁଳ ଚିକିତ୍ସାଳୟ କତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ ।  ଜୁଲାଇ ୧୯ରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୪ବର୍ଷର ମୃତ ଶିଶୁକନ୍ୟାର ଆଖି ନଥିବା ଅଭିଯୋଗ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଭାଇରାଲ ଭିଡିଓ ମାମଲାରେ JDU ବିଧାୟକ ଅନନ୍ତ ସିଂହଙ୍କୁ ଗିରଫ କରାଯିବ କି?: ଆସିଲା ବଡ଼ ଅପଡେଟ୍

May 25, 2026

ଭୟରେ କମ୍ପିବେ ଶତ୍ରୁ ଦେଶ: ଭାରତ ଆସୁଛି ୧୧୪ଟି ରାଫେଲ ଯୁଦ୍ଧ ବିମାନ

May 25, 2026

କାମଳ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

May 25, 2026
Latest News

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଭାଇରାଲ ଭିଡିଓ ମାମଲାରେ JDU ବିଧାୟକ ଅନନ୍ତ ସିଂହଙ୍କୁ ଗିରଫ କରାଯିବ କି?: ଆସିଲା ବଡ଼ ଅପଡେଟ୍

May 25, 2026

ଦଳରୁ ଏବଂ ସାଂସଦ ପଦରୁ ଇସ୍ତଫା ଦେବା ପରେ ଏବେ କୁଆଡେ ଯିବେ ଦେବାଶିଷ ସାମନ୍ତରାୟ?

May 25, 2026

ଭୟରେ କମ୍ପିବେ ଶତ୍ରୁ ଦେଶ: ଭାରତ ଆସୁଛି ୧୧୪ଟି ରାଫେଲ ଯୁଦ୍ଧ ବିମାନ

May 25, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.