Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ, ୨ ଅଟକ
ଆଜିର ଖବର

ନାବାଳିକାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ, ୨ ଅଟକ

July 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ନାବାଳିକା ଦୁଷ୍କର୍ମ ଘଟଣାକୁ ନେଇ ବିଧାନସଭାରେ ହଙ୍ଗମା ହେଉଥିବା ବେଳେ ପୁଣି ଏଭଳି ଲଜ୍ଜା ଜନକ ଘଟଣା ବାରମ୍ବାର ସାମ୍ନାକୁ ଆସୁଛି । ବୀରମିତ୍ରପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ରାଉରକେଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ହାରପାଲି ବସ୍ତିରେ ଗତ ୮ ତାରିଖରେ ନାବାଳିକା ନିକଟସ୍ଥ ଏକ ଜଙ୍ଗଲରେ ଗଣ ଦୁଷ୍କର୍ମ କରାଯାଇଥିଲା । ଦୁଷ୍କର୍ମ ବେଳର ଭିଡିଓ ଭାଇରାଲ ହେବା ପରେ ଘଟଣା ଲୋକଲୋଚନକୁ ଆସିଛି । ପରିବାର ଲୋକ ଏ ନେଇ ବୀରମିତ୍ରପୁର ଥାନାରେ ଅଭିଯୋଗ କରିଛନ୍ତି । ଘଟଣାରେ ୮ ରୁ ୧୦ ଜଣ ଅଭିଯୁକ୍ତ ସାମିଲ ଥିବା ସନ୍ଦେହ କରାଯାଉଛି । ବୀରମିତ୍ରପୁର ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଏହି ମାମଲରେ ପୋଲିସ୍‌ ୨ ଜଣଙ୍କୁ ଅଟକ ରଖି ପଚରା ଉଚୁଚରା କରୁଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ସ୍ତରରେ ପୁଣି ପ୍ରଥମ ସ୍ଥାନ ଅଧିକାର କଲା ଓମ୍ଫେଡ୍

July 30, 2026

ସ୍ମାର୍ଟୱାଚ୍ ପିନ୍ଧିବା ଦ୍ୱାରା କର୍କଟ ରୋଗ ହୁଏ କି?: କ’ଣ କୁହନ୍ତି ବିଶେଷଜ୍ଞ

July 30, 2026

ଅଗଷ୍ଟ ମାସରୁ ମହଙ୍ଗା ମାଡ଼!: ଏହି ଜିନିଷଗୁଡ଼ିକର ବଢିବ ମୂଲ୍ୟ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026
Latest News

ଜାତୀୟ ସ୍ତରରେ ପୁଣି ପ୍ରଥମ ସ୍ଥାନ ଅଧିକାର କଲା ଓମ୍ଫେଡ୍

July 30, 2026

ସ୍ମାର୍ଟୱାଚ୍ ପିନ୍ଧିବା ଦ୍ୱାରା କର୍କଟ ରୋଗ ହୁଏ କି?: କ’ଣ କୁହନ୍ତି ବିଶେଷଜ୍ଞ

July 30, 2026

ଅଗଷ୍ଟ ମାସରୁ ମହଙ୍ଗା ମାଡ଼!: ଏହି ଜିନିଷଗୁଡ଼ିକର ବଢିବ ମୂଲ୍ୟ

July 30, 2026

ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା, ଚାରିଦିନ ପାଇଁ ଶିକ୍ଷକ ଓ କର୍ମଚାରୀଙ୍କ ଛୁଟି ବାତିଲ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.