Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଜ ପର୍ବ ପାଳନ ପାଇଁ ଟ୍ରେଣ୍ଡ୍‌‌ସରେ ଆରମ୍ଭ ହେଲା ‘ରଜ ମଉଜ’
ଆଜିର ଖବର

ରଜ ପର୍ବ ପାଳନ ପାଇଁ ଟ୍ରେଣ୍ଡ୍‌‌ସରେ ଆରମ୍ଭ ହେଲା ‘ରଜ ମଉଜ’

June 8, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉତ୍ସବ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ନିମନ୍ତେ ଭାରତର ସର୍ବବୃହତ ଓ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ ର ପୋଷାକ ଓ ଆସେସୋରିଜ୍ ସ୍ପେସାଲିଟି ଚେନ୍ ‘ଟ୍ରେଣ୍ଡ୍‌‌ସ’ ପକ୍ଷରୁ ‘ରଜ ମଉଜ ଓ ଶ୍ରେଷ୍ଠ ରଜ ଲୁକ୍ସ ପ୍ରତିଯୋଗିତା’ ସହ ରଜ ଅଭିଯାନ ଶୁଭାରମ୍ଭ ଘୋଷଣା କରାଯାଇଛି।

ରଜ ଅଭିଯାନକୁ ଗ୍ରାହକଙ୍କ ପାଇଁ ଅଧିକ ରୋମାଞ୍ଚକର ଏବଂ ଲାଭଦାୟକ କରିବା ପାଇଁ ଟ୍ରେଣ୍ଡ୍‌‌ସ ଏକ ସ୍ୱତନ୍ତ୍ର ପଦକ୍ଷେପ ଆରମ୍ଭ କରିଛି ଯେଉଁଥିରେ ୩,୪୯୯/- ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର କିଣାକିଣି କରୁଥିବା ଗ୍ରାହକମାନେ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଇପାରିବେ। ଏଥିସହ ଏହି ଅବଧି ମଧ୍ୟରେ ଗ୍ରାହକମାନେ ଶ୍ରେଷ୍ଠ ରଜ ଲୁକ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଆକର୍ଷଣୀୟ ପୁରସ୍କାର ମଧ୍ୟ ଜିତିପାରିବେ।

ଟ୍ରେଣ୍ଡ୍‌‌ସ ଗ୍ରାହକମାନଙ୍କ ଠାରୁ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଆବେଦନ ଆମନ୍ତ୍ରଣ କରୁଛି ଯେଉଁଥିରେ ସେମାନେ ନିଜର ଏକ ସେଲ୍ଫି କ୍ଲିକ୍ କରି ସେମାନଙ୍କ ଇନଷ୍ଟାଗ୍ରାମ କିମ୍ବା ଫେସବୁକ୍ ପ୍ରୋଫାଇଲରେ ପୋଷ୍ଟ କରିବା ସହିତ ଇନଷ୍ଟାଗ୍ରାମରେ @Trends.Official ପୃଷ୍ଠାକୁ ଟ୍ୟାଗ୍ କରି ଶ୍ରେଷ୍ଠ ରଜ ଲୁକ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ।

ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟାୟାର ୧, ଟାୟାର ୨ ସହର ଏବଂ ଏହା ବାହାରେ ଭାରତର ଉପଭୋକ୍ତାମାନଙ୍କ ସହ ଏହାର ଉପଲବ୍ଧତା ଏବଂ ଯୋଗାଯୋଗକୁ ସୁଦୃଢ଼ କରି ଟ୍ରେଣ୍ଡ୍‌‌ସ ପ୍ରକୃତରେ ଭାରତରେ ଫ୍ୟାସନକୁ ଗଣତାନ୍ତ୍ରିକ କରୁଛି। ଏହା ଭାରତର ପ୍ରିୟ ଫ୍ୟାଶନ ସପିଂ ଗନ୍ତବ୍ୟସ୍ଥଳ ରେ ପରିଣତ ହୋଇଛି।

ଟ୍ରେଣ୍ଡ୍‌‌ସ ଷ୍ଟୋରଗୁଡ଼ିକରେ ଆଧୁନିକ ଲୁକ୍ ଏବଂ ପରିବେଶ ରହିଛି ଯେଉଁଥିରେ ଉତ୍ତମ ଗୁଣବତ୍ତା ଏବଂ ଫ୍ୟାଶନ ସାମଗ୍ରୀର ଏକ ଆକର୍ଷଣୀୟ ପରିସର ରହିଛି ଯାହାକି ସ୍ଥାନୀୟ ଅଞ୍ଚଳର ଉପଭୋକ୍ତାମାନଙ୍କ ପସନ୍ଦ ଅନୁରୂପ ଏବଂ ସୁଲଭ ମୂଲ୍ୟରେ ଉପଲବ୍ଧ। ଗ୍ରାହକ ପୋଷାକ କ୍ରୟ ପାଇଁ ଖର୍ଚ୍ଚ କରୁଥିବା ଟଙ୍କାର ସର୍ବାଧିକ ଲାଭ ପାଇଥାନ୍ତି। ଗ୍ରାହକମାନେ ଟ୍ରେଣ୍ଡ୍‌‌ସ ଷ୍ଟୋରଗୁଡ଼ିକରେ ଟ୍ରେଣ୍ଡି ଓମେନ୍ସ ୱେୟାର, ମେନ୍‌‌ସ ୱେୟାର, କିଡ୍ସ ୱେୟାର ଏବଂ ଫ୍ୟାସନ ଆସେସୋରିଜ୍‌‌କୁ ଉତ୍ତମ ମୂଲ୍ୟରେ କିଣିବାର ଏକ ଅନନ୍ୟ ଏବଂ ଉତ୍କୃଷ୍ଟ ଅନୁଭୂତି ପାଇପାରିବେ।

ଟ୍ରେଣ୍ଡ୍‌ସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026
Latest News

ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

April 29, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.