Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 20 ତାରିଖରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ଏକ ଘଣ୍ଟା ଧରି ଭାଷଣ ଦେବା ପାଇଁ ରହିଛି ସମୟ
ଆଜିର ଖବର

ଆସନ୍ତା 20 ତାରିଖରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ଏକ ଘଣ୍ଟା ଧରି ଭାଷଣ ଦେବା ପାଇଁ ରହିଛି ସମୟ

June 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
modiroadshow
ଆସନ୍ତା 20 ତାରିଖରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ଏକ ଘଣ୍ଟା ଧରି ଭାଷଣ ଦେବା ପାଇଁ ରହିଛି ସମୟ

ଭୁବନେଶ୍ବର: ରାଜ୍ୟରେ ମୋହନ ସରକାରଙ୍କ ବର୍ଷ ପୂର୍ତ୍ତୀ ଉପଲକ୍ଷେ ଆୟୋଜିତ ସମାବେଶରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ଆସନ୍ତା 20 ତାରିଖ ଦିନ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ଆସୁଛନ୍ତି। ତାଙ୍କ ଗସ୍ତକୁ ଦେଖି ଉଭୟ ଭାରତୀୟ ଜନତା ପାର୍ଟି ଏବଂ ରାଜ୍ୟ ସରକାର ବେଶ ତତ୍ପର ହୋଇ ଉଠିଛନ୍ତି।

ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ 20 ତାରିଖ ଦିନ ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ଆସିବେ। ସେ ଭୁବନେଶ୍ବର ବିମାନ ବନ୍ଦରରେ ଅପରାହ୍ନ 3 ଟା 40 ମିନିଟରେ ପହଞ୍ଚିବେ। ସେଠାରୁ ସେ ପାଞ୍ଚମିନିଟ ମଧ୍ୟରେ ବାହାରକୁ ଆସିବେ। ସେଠାରୁ ସେ ଏକ ରୋଡ ସୋ’ରେ ସାମିଲ ହୋଇ ଜନତା ମଇଦାନ ପର୍ଯ୍ୟନ୍ତ ଯିବେ।

ଏହି ରୋଡ ସୋ ବିମାନ ବନ୍ଦରରୁ ଏଜି ଛକ, ଅଶୋକ ନଗର ଏବଂ ଜୟଦେବ ବିହାର ଦେଇ ଜନତା ମଇଦାନ ପର୍ଯ୍ୟନ୍ତ ଯିବ। ସେଥିପାଇଁ ପ୍ରାୟ ତିରିଶ ମିନିଟ ସମୟ ରଖାଯାଇଛି। ଅର୍ଥାତ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ସେ 4 ଟା 15 ମିନିଟରେ ପହଞ୍ଚିବେ। ସେଠାରେ ସେ ଜନସାଧାରଣଙ୍କୁ 4 ଟା 30 ରେ ସମ୍ବୋଧନ ଦେବେ।

ମୋଦି ପ୍ରାୟ ଏକ ଘଣ୍ଟା ଧରି ଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ 5 ଟା 30ରେ ତାଙ୍କର ବାଷଣ ସରିବା ପରେ 5 ଟା 35 ରେ ଜନତା ମଇଦାନରୁ ବାହାରି ଭୁବନେଶ୍ବର ବିମାନ ବନ୍ଦରକୁ ଫେରିଯିବେ।

modiroadshow ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025
Latest News

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.