Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଚିନ୍ତା ପ୍ରକଟ ମଧ୍ୟ କଲେ
ଆଜିର ଖବର

ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଚିନ୍ତା ପ୍ରକଟ ମଧ୍ୟ କଲେ

June 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଚିନ୍ତା ପ୍ରକଟ ମଧ୍ୟ କଲେ

ଭୁବନେଶ୍ବର: ଆସନ୍ତା 22 ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅପରେସନ ହେବ। ତାଙ୍କର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅପରେସନ କରାଯିବ। ମୁମ୍ବାଇର କୋକିଳବେନ ଧୀରୁଭାଇ ଆମ୍ବାନୀ ହସପିଟାଲରେ ଏହି ଅପରେସନ କରାଯିବ। ଏ ନେଇ ଖୋଦ ନବୀନ ତାଙ୍କ ସାମାଜିକ ଗଣମାଧ୍ୟମରେ ଅବଗତ କରାଇଛନ୍ତି।

ଏହି ଖବର ଜଣାପଡିବା ପରେ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ ନିଜ ସାମାଜିକ ଗଣମାଧ୍ୟମରେ ନବୀନଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ସେ ଲେଖିଚନ୍ତି ଯେ,ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତିତ । ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

(ଏଥିରେ ଥିବା ଫଟୋଟି ପୁରୁଣା, ଶପଥ ଗ୍ରହଣ ଉତ୍ସବକୁ ମୁଖ୍ୟମନ୍ତ୍ରୀ ଡାକିବା ସମୟରେ ଏହାକୁ ନିଆଯାଇଛି। ବର୍ତ୍ତମାନର ଖବର ସହିତ ଏହାର କୌଣସି ସଂପର୍କ ନାହିଁ। କେବଳ ସିମ୍ବଲିକ ଭାବେ ଦିଆଯାଇଛି।)

ନବୀନ ପଟ୍ଟନାୟକ ନବୀନଙ୍କ ସ୍ବାସ୍ଥ୍ୟ ଖରାପ ମୁମ୍ବାଇ ଯିବେ ନବୀନ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026

ଆଜି କେତେ କମିଲା ସୁନା ଦର: ଜାଣନ୍ତୁ ରୂପା ମୂଲ୍ୟ

February 13, 2026

ପାକିସ୍ତାନକୁ ଝଟକା: ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ

February 13, 2026
Latest News

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026

ଆଜି କେତେ କମିଲା ସୁନା ଦର: ଜାଣନ୍ତୁ ରୂପା ମୂଲ୍ୟ

February 13, 2026

ପାକିସ୍ତାନକୁ ଝଟକା: ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ

February 13, 2026

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ: ପୋଲିସର ତଦନ୍ତ ଆରମ୍ଭ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.