Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ମହାପ୍ରଭୃଙ୍କ ଅଧରପଣା ନୀତି, ରଥ ଉପରେ ଭାଙ୍ଗିବ ପଣା ହାଣ୍ଡି, ଏମିତି କାହିଁକି ହୁଏ
ଆଜିର ଖବର

ଆଜି ମହାପ୍ରଭୃଙ୍କ ଅଧରପଣା ନୀତି, ରଥ ଉପରେ ଭାଙ୍ଗିବ ପଣା ହାଣ୍ଡି, ଏମିତି କାହିଁକି ହୁଏ

July 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
RathYatra
ଆଜି ମହାପ୍ରଭୃଙ୍କ ଅଧରପଣା ନୀତି, ରଥ ଉପରେ ଭାଙ୍ଗିବ ପଣା ହାଣ୍ଡି, ଏମିତି କାହିଁକି ହୁଏ

ପୁରୀ: ଆଜି ସଂଧ୍ୟାରେ ତିନି ରଥରେ ପାଳିତ ହେବ ଅଧରପଣା ନୀତି। ଏଥିରେ ତିନିରଥରେ ତିନୋଟି ଲେଖାଏଁ ମୋଟ ନଅ ଟି ମାଟି ହାଣ୍ଡିରେ ପଣାଭୋଗ ଶ୍ରୀଜିୟୁଙ୍କୁ ଲାଗି କରାଯିବ।ସେବକମାନେ ଠାକୁରଙ୍କ ଅଧରକୁ ଛୁଇଁବା ପରି ହାଣ୍ଡି ବା ମାଟି ତୁମ୍ବରେ ପଣା ରଖି ଏହି ନୀତି କରିବୋ। ଏହାପରେ ରିତି ଅନୁସାରେ ଭୋଗ କରିବା ପରେ ରଥ ଉପରେ ହାଣ୍ଡି ଭଙ୍ଗାଯାଇଥିଲା। ଏହାର କାରଣ ହେଲା ସେହି ଭୋଗ ସେଠାରେ ଥିବା ଚଣ୍ଡିଚାମୁଣ୍ଡାଙ୍କୁ ପ୍ରଦାନ କରାଯାଇଥାଏ।

ସାଧାରଣତଃ ଆଷାଢ ଶୁକ୍ଳପକ୍ଷ ଦ୍ବାଦଶୀ ତିଥିରେ ଏହି ଅଧରପଣା ଭୋଗ କରାଯାଇଥାଏ। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ।

ପ୍ରତି ରଥରେ ୩ ହାଣ୍ଡି ହିସାବରେ ମୋଟ ୯ ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ। ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି। ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ।

ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି।

Rath Yatra rathyatra ଅଧରପଣା ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026
Latest News

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.