Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

July 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନାମିବିଆକୁ ସରକାରୀ ଗସ୍ତରେ ଅଛନ୍ତି। ଏହି ଅବସରରେ ନାମିବିଆର ରାଷ୍ଟ୍ରପତି ମହାମହିମ ନେତୁମ୍ବୋ ନନ୍ଦୀ-ନଦାଇତୱା ପ୍ରଧାନମନ୍ତ୍ରୀଙ୍କୁ ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନ-‘‘ଅର୍ଡର ଅଫ୍ ଦ ମୋଷ୍ଟ ଆନସିଏଣ୍ଟ ୱେଲୱିଟସିଆ ମିରାବିଲିସ୍” ପ୍ରଦାନ କରିଥିଲେ। ଏହି ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ନେତା।

ଏହି ପୁରସ୍କାର ଗ୍ରହଣ କରି ପ୍ରଧାନମନ୍ତ୍ରୀ ଏହି ସମ୍ମାନ ଭାରତର ୧.୪ କୋଟି ଲୋକଙ୍କୁ ଏବଂ ଭାରତ ଓ ନାମିବିଆ ମଧ୍ୟରେ ଥିବା ଐତିହାସିକ ତଥା ସ୍ଥାୟୀ ସମ୍ପର୍କକୁ ଉତ୍ସର୍ଗ କରିଥିଲେ। ଏହି ସମ୍ମାନ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ନନ୍ଦୀ- ନଦାଇତୱା ଏବଂ ନାମିବିଆର ଜନସାଧାରଣଙ୍କୁ ହୃଦୟରୁ କୃତଜ୍ଞତା ବ୍ୟକ୍ତ କରିଥିଲେ।

ପ୍ରଧାନମନ୍ତ୍ରୀଙ୍କୁ ଏହି ପୁରସ୍କାରକୁ ଭାରତ ଏବଂ ନାମିବିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ଏକ ମାଇଲଖୁଣ୍ଟ ବୋଲି କହିଛନ୍ତି। ଏହା ସ୍ୱତନ୍ତ୍ର ଦ୍ୱିପାକ୍ଷିକ ଭାଗିଦାରୀକୁ ଅଧିକ ଉଚ୍ଚତାକୁ ନେବା ପାଇଁ ଉଭୟ ଦେଶର ଯୁବ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ।

ନରେନ୍ଦ୍ର ମୋଦୀ ସର୍ବୋଚ୍ଚ ନାଗରିକ ସମ୍ମାନ
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ 

June 6, 2026
Latest News

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.