ନୂଆଦିଲ୍ଲୀ: ବିହାର ନିର୍ବାଚନ ପୂର୍ବରୁ ନୀତିଶ ସରକାର ରାଜ୍ୟବାସୀଙ୍କୁ ଏକ ବଡ଼ ଉପହାର ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କୁହାଯାଉଛି ଯେ, ଖୁବ୍ ଶୀଘ୍ର ରାଜ୍ୟବାସୀଙ୍କୁ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍ ଯୋଗାଇ ଦିଆଯିବ। ଅର୍ଥ ବିଭାଗ ଶକ୍ତି ବିଭାଗର ପ୍ରସ୍ତାବକୁ ଅନୁମୋଦନ କରିଛି। Bihar News Free Electricity nitish kumar
ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ହିନ୍ଦୁ ଦେବତାଙ୍କ ଉପରେ ମନ୍ତବ୍ୟକୁ ନେଇ ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀଙ୍କ ନିନ୍ଦାDecember 3, 2025
Swamijee Public School: ରଂଗାରଂଗ ପରିବେଶରେ ପାଳିତ ହେଲା ସ୍ୱାମୀଜୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବDecember 3, 2025